Biblia Todo Logo
Bib sou entènèt

- Piblisite -




ନିହିମୀୟା 12:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ ଲେବୀୟମାନେ, ଯଥା, ଯେଶୂୟ, ବିନ୍ନୁୟି, କଦ୍‍ମୀୟେଲ, ଶେରେବୀୟ, ଯିହୁଦା ଓ ମତ୍ତନୀୟ, ଏହି ମତ୍ତନୀୟ ଓ ତାହାର ଭ୍ରାତୃଗଣ ଧନ୍ୟବାଦ-ସେବାର ଅଧ୍ୟକ୍ଷ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆଉ ଲେବୀୟମାନେ, ଯଥା, ଯେଶୂୟ, ବିନ୍ନୁୟି, କଦ୍ମୀୟେଲ, ଶେରେବୀୟ, ଯିହୁଦା ଓ ମତ୍ତନୀୟ, ଏହି ମତ୍ତନୀୟ ଓ ତାହାର ଭ୍ରାତୃଗଣ ଧନ୍ୟବାଦ-ସେବାର ଅଧ୍ୟକ୍ଷ ଥିଲେ।

Gade chapit la Kopi

ଓଡିଆ ବାଇବେଲ

8 ଆଉ ଲେବୀୟମାନେ, ଯଥା, ଯେଶୂୟ, ବିନ୍ନୁୟି, କଦ୍‍ମୀୟେଲ, ଶେରେବୀୟ, ଯିହୁଦା ଓ ମତ୍ତନୀୟ, ଏହି ମତ୍ତନିୟ ଓ ତାହାର ଭ୍ରାତୃଗଣ ଧନ୍ୟବାଦ-ସେବାର ଅଧ୍ୟକ୍ଷ ଥିଲେ।

Gade chapit la Kopi

ପବିତ୍ର ବାଇବଲ

8 ଲେବୀୟମାନେ ଯଥା: ଯେଶୂୟ, ବିନ୍ନୁୟି, କ‌‌‌‌‌ଦ୍‌‌‌‌‌ମୀୟେଲ, ଶେରେବିୟ, ଯିହୁଦା ଓ ମତ୍ତନିୟ। ଏହି ମତ୍ତନିୟ ଓ ତାହାର ଭାତୃଗଣ ପ୍ରଶଂସାର୍ଥକ ଗୀତର ମୁଖ୍ୟ ଥିଲେ।

Gade chapit la Kopi




ନିହିମୀୟା 12:8
12 Referans Kwoze  

ଆଉ, ଆସଫର ବଂଶଜାତ ସବ୍‍ଦିର ପୌତ୍ର ମୀକାର ପୁତ୍ର ମତ୍ତନୀୟ ପ୍ରାର୍ଥନାକାଳୀନ ଧନ୍ୟବାଦ ଆରମ୍ଭ କରିବାରେ ପ୍ରଧାନ ଥିଲା ଓ ତାହାର ଭ୍ରାତୃଗଣ ମଧ୍ୟରୁ ବକ୍‍ବୁକୀୟ ଦ୍ୱିତୀୟ ଥିଲା; ପୁଣି, ଯିଦୂଥୂନ୍-ବଂଶଜାତ ଗାଲଲ୍‍ର ପୌତ୍ର ଶମ୍ମୂୟର ପୁତ୍ର ଅବ୍‍ଦ।


ଲେବୀୟମାନଙ୍କର ପ୍ରଧାନଗଣ; ହଶବୀୟ, ଶେରେବୀୟ ଓ କଦ୍‍ମୀୟେଲର ପୁତ୍ର ଯେଶୂୟ ଓ ସେମାନଙ୍କ ସମ୍ମୁଖସ୍ଥ ଭ୍ରାତୃଗଣ ପରମେଶ୍ୱରଙ୍କ ଲୋକ ଦାଉଦଙ୍କର ଆଜ୍ଞାନୁସାରେ ଦଳ ଦଳ ହୋଇ ପ୍ରଶଂସା ଓ ଧନ୍ୟବାଦ ଉତ୍ସର୍ଗ କରିବାକୁ ନିଯୁକ୍ତ ହେଲେ।


ଆସଫ-ବଂଶୀୟ ଗାୟକମାନଙ୍କ ମଧ୍ୟରୁ ମୀକାର ବୃଦ୍ଧ ପ୍ରପୌତ୍ର, ମତ୍ତନୀୟର ପ୍ରପୌତ୍ର, ହଶବୀୟର ପୌତ୍ର, ବାନିର ପୁତ୍ର ଉଷି ଯିରୂଶାଲମରେ ଲେବୀୟମାନଙ୍କର ଅଧ୍ୟକ୍ଷ ଥିଲା, ସେ ମଧ୍ୟ ପରମେଶ୍ୱରଙ୍କ ଗୃହକାର୍ଯ୍ୟର ତତ୍ତ୍ୱାବଧାରଣ କଲା।


ଆଉ, ଲେବୀୟମାନେ, ଯେଶୂୟ ଓ ବାନି, କଦ୍‍ମୀୟେଲ, ଶବନୀୟ, ବୁନ୍ନି, ଶେରେବୀୟ, ବାନି ଓ କନାନି ପାବଚ୍ଛରେ ଠିଆ ହୋଇ ସଦାପ୍ରଭୁ ପରମେଶ୍ୱରଙ୍କୁ ଉଚ୍ଚସ୍ୱରରେ ଡାକିଲେ।


ଲବାନାର ସନ୍ତାନଗଣ, ହଗାବର ସନ୍ତାନଗଣ, ଶଲ୍‍ମୟର ସନ୍ତାନଗଣ;


ପୁଣି, ଲେବୀୟମାନଙ୍କ ପିତୃବଂଶର ପ୍ରଧାନ ଯେଉଁ ଗାୟକମାନେ, ସେମାନେ କୋଠରିରେ ବାସ କଲେ ଓ ଅନ୍ୟ ସେବାରୁ ମୁକ୍ତ ଥିଲେ; କାରଣ ସେମାନଙ୍କୁ ଦିବାରାତ୍ରି ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ ରହିବାକୁ ହେଲା।


ତହିଁରେ ଯୋଷାଦକର ପୁତ୍ର ଯେଶୂୟ ଓ ତାହାର ଯାଜକ-ଭ୍ରାତୃଗଣ ଓ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ତାହାର ଭ୍ରାତୃଗଣ ଉଠି ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ଉତ୍ସର୍ଗ କରିବା ପାଇଁ ଇସ୍ରାଏଲର ପରମେଶ୍ୱରଙ୍କ ଯଜ୍ଞବେଦି ନିର୍ମାଣ କଲେ।


ସଲ୍ଲ, ଆମୋକ, ହିଲ୍‍କୀୟ, ଯିଦୟୀୟ। ଏମାନେ ଯେଶୂୟଙ୍କ ସମୟରେ ଯାଜକମାନଙ୍କ ଓ ଆପଣା ଆପଣା ଭ୍ରାତୃଗଣଙ୍କ ମଧ୍ୟରେ ପ୍ରଧାନ ଥିଲେ।


ମଧ୍ୟ ସେମାନଙ୍କର ଭ୍ରାତା ବକ୍‍ବୁକୀୟ ଓ ଉନ୍ନି ସେମାନଙ୍କ ସମ୍ମୁଖରେ ପ୍ରହରୀକର୍ମ କଲେ।


ଲେବୀୟମାନଙ୍କ ସଂଖ୍ୟା; ହୋଦବୀୟର ସନ୍ତାନମାନଙ୍କ ମଧ୍ୟରୁ ଯେଶୂୟ ଓ କଦ୍‍ମୀୟେଲର ସନ୍ତାନ ଚଉସ୍ତରି ଜଣ।


ଲେବୀୟମାନଙ୍କର ସଂଖ୍ୟା; ହେଦବାର ସନ୍ତାନ, ଯେଶୂୟର ସନ୍ତାନ, କଦ୍‍ମୀୟେଲର ସନ୍ତାନ ଚଉସ୍ତରି ଜଣ।


Swiv nou:

Piblisite


Piblisite