ନିହିମୀୟା 13:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହିଁରେ ମୁଁ ଯିହୁଦାର ନେତାମାନଙ୍କ ସଙ୍ଗେ ବାଦାନୁବାଦ କରି ସେମାନଙ୍କୁ କହିଲି, “ତୁମ୍ଭେମାନେ ବିଶ୍ରାମବାର ଅପବିତ୍ର କରି ଏ କି କୁକର୍ମ କରୁଅଛ? Gade chapit laପବିତ୍ର ବାଇବଲ (Re-edited) - (BSI)17 ତହିଁରେ ମୁଁ ଯିହୁଦାର କୁଳୀନମାନଙ୍କ ସଙ୍ଗେ ବାଦାନୁବାଦ କରି ସେମାନଙ୍କୁ କହିଲି, ତୁମ୍ଭେମାନେ ବିଶ୍ରାମଦିନ ଅପବିତ୍ର କରି ଏ କି କୁକର୍ମ କରୁଅଛ? Gade chapit laଓଡିଆ ବାଇବେଲ17 ତହିଁରେ ମୁଁ ଯିହୁଦାର ନେତାମାନଙ୍କ ସଙ୍ଗେ ବାଦାନୁବାଦ କରି ସେମାନଙ୍କୁ କହିଲି, “ତୁମ୍ଭେମାନେ ବିଶ୍ରାମଦିନ ଅପବିତ୍ର କରି ଏ କି କୁକର୍ମ କରୁଅଛ ?” Gade chapit laପବିତ୍ର ବାଇବଲ17 ଏଥିପାଇଁ ମୁଁ ଯିହୁଦାର କୁଳୀନ ନାଗରିକମାନଙ୍କ ସଙ୍ଗେ ଯୁକ୍ତି କରି କରି ସେମାନଙ୍କୁ କହିଲି, “ତୁମ୍ଭେମାନେ ବିଶ୍ରାମ ଦିନ ଅପବିତ୍ର କରିବା ପାଇଁ ବହୁତ କୁକର୍ମ କରୁଅଛ। Gade chapit la |
ତହୁଁ ମୁଁ ସେମାନଙ୍କ ସହିତ ବାଦାନୁବାଦ କଲି ଓ ସେମାନଙ୍କୁ ଅଭିଶାପ ଦେଲି ଓ ସେମାନଙ୍କର କାହା କାହାକୁ ପ୍ରହାର କଲି ଓ ସେମାନଙ୍କର କେଶ ଉତ୍ପାଟନ କଲି, ଆଉ ପରମେଶ୍ୱରଙ୍କ ନାମରେ ଶପଥ କରାଇ କହିଲି, “ତୁମ୍ଭେମାନେ ସେମାନଙ୍କ ପୁତ୍ରମାନଙ୍କୁ ଆପଣା ଆପଣାର କନ୍ୟା ଦିଅ ନାହିଁ, ଅବା ଆପଣା ଆପଣା ପୁତ୍ର ନିମନ୍ତେ କି ଆପଣାମାନଙ୍କ ନିମନ୍ତେ ସେମାନଙ୍କ କନ୍ୟା ଗ୍ରହଣ କର ନାହିଁ।
ମାତ୍ର ଇସ୍ରାଏଲ ବଂଶ ପ୍ରାନ୍ତରରେ ଆମ୍ଭର ବିଦ୍ରୋହାଚାରୀ ହେଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ; ପୁଣି, ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅତ୍ୟନ୍ତ ଅପବିତ୍ର କଲେ; ସେତେବେଳେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସଂହାର କରିବା ନିମନ୍ତେ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।