Biblia Todo Logo
Bib sou entènèt

- Piblisite -




ନିହିମୀୟା 13:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏଉତ୍ତାରେ ବିଶ୍ରାମବାର ପୂର୍ବେ ଯିରୂଶାଲମର ଦ୍ୱାରସବୁ ଅନ୍ଧାର ହେବାକୁ ଲାଗିବା ବେଳେ ମୁଁ କବାଟସବୁ ବନ୍ଦ କରିବାକୁ ଆଜ୍ଞା ଦେଲି, ଆହୁରି ବିଶ୍ରାମବାର ଗତ ନୋହିବା ପର୍ଯ୍ୟନ୍ତ ମେଲା ନ କରିବାକୁ ଆଜ୍ଞା ଦେଲି; ପୁଣି, ବିଶ୍ରାମବାର କୌଣସି ବୋଝ ଭିତରକୁ ଅଣା ନ ଯିବା ପାଇଁ ମୁଁ ଆପଣା ଦାସମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ୱାରସମୂହରେ ନିଯୁକ୍ତ କଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଏଉତ୍ତାରେ ବିଶ୍ରାମବାର ପୂର୍ବେ ଯିରୂଶାଲମର ଦ୍ଵାରସବୁ ଅନ୍ଧାର ହେବାକୁ ଲାଗିବା ବେଳେ ମୁଁ କବାଟସବୁ ବନ୍ଦ କରିବାକୁ ଆଜ୍ଞା ଦେଲି, ଆହୁରି ବିଶ୍ରାମବାର ଗତ ନୋହିବା ପର୍ଯ୍ୟନ୍ତ ମେଲା ନ କରିବାକୁ ଆଜ୍ଞା ଦେଲି; ପୁଣି, ବିଶ୍ରାମଦିନ କୌଣସି ବୋଝ ଭିତରକୁ ଅଣା ନ ଯିବା ପାଇଁ ମୁଁ ଆପଣା ଦାସମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ଵାରସମୂହରେ ନିଯୁକ୍ତ କଲି।

Gade chapit la Kopi

ଓଡିଆ ବାଇବେଲ

19 ଏଉତ୍ତାରେ ବିଶ୍ରାମବାର ପୂର୍ବେ ଯିରୂଶାଲମର ଦ୍ୱାରସବୁ ଅନ୍ଧାର ହେବାକୁ ଲାଗିବା ବେଳେ ମୁଁ କବାଟସବୁ ବନ୍ଦ କରିବାକୁ ଆଜ୍ଞା ଦେଲି, ଆହୁରି ବିଶ୍ରାମବାର ଗତ ନୋହିବା ପର୍ଯ୍ୟନ୍ତ ମେଲା ନ କରିବାକୁ ଆଜ୍ଞା ଦେଲି; ପୁଣି, ବିଶ୍ରାମଦିନ କୌଣସି ବୋଝ ଭିତରକୁ ଅଣା ନ ଯିବା ପାଇଁ ମୁଁ ଆପଣା ଦାସମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ୱାରସମୂହରେ ନିଯୁକ୍ତ କଲି।

Gade chapit la Kopi

ପବିତ୍ର ବାଇବଲ

19 ଏହା ପରେ ବିଶ୍ରାମବାର ପୂର୍ବରୁ ଯିରୁଶାଲମରେ ଯେତେବେଳେ ଅନ୍ଧାର ହେବାକୁ ଲାଗିଲା। ମୁଁ କବାଟସବୁ ବନ୍ଦ କରିବାକୁ ପ୍ରହରୀକୁ ଆଜ୍ଞା ଦେଲି, ଆହୁରି ବିଶ୍ରାମବାର ଶେଷ ହେବା ପର୍ଯ୍ୟନ୍ତ ନ ଖୋଲିବାକୁ ଆଜ୍ଞା ଦେଲି। ପୁଣି ବିଶ୍ରାମ ଦିନ ଲୋକମାନଙ୍କୁ ବୋଝ ବୋହିବାରୁ ବିରତ କରିବା ପାଇଁ ମୁଁ ଆପଣା ଦାସମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ୱାରମାନଙ୍କରେ ନିଯୁକ୍ତି କଲି।

Gade chapit la Kopi




ନିହିମୀୟା 13:19
7 Referans Kwoze  

ସେହି ଦିନ ତୁମ୍ଭମାନଙ୍କର ମହା ବିଶ୍ରାମ ଦିନ ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ମାସର ନବମ ଦିନର ସନ୍ଧ୍ୟାକାଳରେ, ଏକ ସନ୍ଧ୍ୟାଠାରୁ ଆର ସନ୍ଧ୍ୟା ପର୍ଯ୍ୟନ୍ତ, ତୁମ୍ଭେମାନେ ଆପଣାମାନଙ୍କର ବିଶ୍ରାମ ଦିନ ପାଳନ କରିବ।”


ଆଉ, ମୁଁ ସେମାନଙ୍କୁ କହିଲି, “ସୂର୍ଯ୍ୟ ପ୍ରଚଣ୍ଡ ନୋହିବା ପର୍ଯ୍ୟନ୍ତ ଯିରୂଶାଲମର ଦ୍ୱାରସବୁ ଫିଟା ନ ଯାଉ; ଲୋକମାନେ ପ୍ରହରୀକର୍ମରେ ଠିଆ ହେବା ବେଳେ ଦ୍ୱାରସବୁ ବନ୍ଦ କରନ୍ତୁ, ଆଉ ତୁମ୍ଭେମାନେ ତହିଁରେ ଅର୍ଗଳ ଦିଅ; ପୁଣି, ତୁମ୍ଭେମାନେ ଯିରୂଶାଲମ ନିବାସୀମାନଙ୍କୁ ପ୍ରହରୀ କରି ନିଯୁକ୍ତ କର, ସେମାନେ ପ୍ରତ୍ୟେକେ ଆପଣା ଆପଣା ପହରାରେ ଓ ପ୍ରତ୍ୟେକେ ଆପଣା ଆପଣା ଗୃହ ସମ୍ମୁଖରେ ରହନ୍ତୁ।”


ଆଉ, ତୁମ୍ଭମାନଙ୍କ ଭୂମିର ଶସ୍ୟ ତୁମ୍ଭେମାନେ କାଟିବା ବେଳେ, ତୁମ୍ଭେ ଆପଣା କ୍ଷେତ୍ରର କୋଣ ନିଃଶେଷ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ଛାଡ଼ିଥିବା ଶସ୍ୟ ସଂଗ୍ରହ କରିବ ନାହିଁ; ତୁମ୍ଭେ ତାହା ଦୁଃଖୀ ଓ ବିଦେଶୀ ପାଇଁ ଛାଡ଼ିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”


ଅତଏବ, କେତେକ ଯିହୁଦୀ ନେତାମାନେ ସୁସ୍ଥ ହୋଇଥିବା ଲୋକକୁ କହିବାକୁ ଲାଗିଲେ, ଆଜି ବିଶ୍ରାମବାର, ଖଟିଆ ବୋହିନେଇଯିବା ତୁମ୍ଭ ନିମନ୍ତେ ବିଧିସଙ୍ଗତ ନୁହେଁ।


ତହିଁରେ ବଣିକମାନେ ଓ ସର୍ବପ୍ରକାର ଦ୍ରବ୍ୟ ବିକ୍ରୟକାରୀମାନେ ଏକ ଦୁଇ ଥର ଯିରୂଶାଲମ ବାହାରେ ରାତ୍ରି କ୍ଷେପଣ କଲେ।


Swiv nou:

Piblisite


Piblisite