Biblia Todo Logo
Bib sou entènèt

- Piblisite -




ନିହିମୀୟା 13:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 କାରଣ ସେମାନେ ଅନ୍ନ ଓ ଜଳ ନେଇ ଇସ୍ରାଏଲ-ସନ୍ତାନଗଣକୁ ସାକ୍ଷାତ କଲେ ନାହିଁ, ମାତ୍ର ସେମାନଙ୍କୁ ଅଭିଶାପ ଦେବା ନିମନ୍ତେ ସେମାନଙ୍କ ବିରୁଦ୍ଧରେ ବିଲୀୟମ୍‍କୁ ବେତନ ଦେଲେ; ତଥାପି ଆମ୍ଭମାନଙ୍କର ପରମେଶ୍ୱର ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 କାରଣ ସେମାନେ ଅନ୍ନଜଳ ନେଇ ଇସ୍ରାଏଲ-ସନ୍ତାନଗଣକୁ ଭେଟିଲେ ନାହିଁ, ମାତ୍ର ସେମାନଙ୍କୁ ଶାପ ଦେବା ନିମନ୍ତେ ସେମାନଙ୍କ ପ୍ରତିକୂଳରେ ବିଲୀୟମକୁ ବେତନ ଦେଲେ; ତଥାପି ଆମ୍ଭମାନଙ୍କର ପରମେଶ୍ଵର ସେହି ଶାପକୁ ଆଶୀର୍ବାଦରେ ପରିଣତ କଲେ।

Gade chapit la Kopi

ଓଡିଆ ବାଇବେଲ

2 କାରଣ ସେମାନେ ଅନ୍ନ ଓ ଜଳ ନେଇ ଇସ୍ରାଏଲ ସନ୍ତାନଗଣକୁ ସାକ୍ଷାତ କଲେ ନାହିଁ, ମାତ୍ର ସେମାନଙ୍କୁ ଅଭିଶାପ ଦେବା ନିମନ୍ତେ ସେମାନଙ୍କ ବିରୁଦ୍ଧରେ ବିଲୀୟମ୍‍କୁ ବେତନ ଦେଲେ; ତଥାପି ଆମ୍ଭମାନଙ୍କର ପରମେଶ୍ୱର ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ।

Gade chapit la Kopi

ପବିତ୍ର ବାଇବଲ

2 କାରଣ ସେମାନେ ଅନ୍ନଜଳ ନେଇ ଇସ୍ରାଏଲ ସନ୍ତାନଗଣଙ୍କୁ ଭେଟିଲେ ନାହିଁ। କିନ୍ତୁ ଇସ୍ରାଏଲୀୟମାନଙ୍କୁ ଅଭିଶାପ ଦେବା ପାଇଁ ସେମାନେ ବିଲିୟମକୁ ପାଊଣା ଦେଲେ। ତଥାପି ଆମ୍ଭମାନଙ୍କ ପରମେଶ୍ୱର ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ।

Gade chapit la Kopi




ନିହିମୀୟା 13:2
12 Referans Kwoze  

ତଥାପି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବିଲୀୟମ୍‍ର କଥା ଶୁଣିବାକୁ ସମ୍ମତ ହେଲେ ନାହିଁ। ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରେମ କରିବାରୁ ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ।


ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ।


ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ କି ମନ୍ତ୍ରଣା କରିଥିଲା ଓ ବିୟୋରର ପୁତ୍ର ବିଲୀୟମ୍‍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍‍ଗଲ୍‍ ପର୍ଯ୍ୟନ୍ତ ସ୍ମରଣ କର, ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ।”


ସେମାନେ ଅଭିଶାପ ଦେଉନ୍ତୁ, ମାତ୍ର ତୁମ୍ଭେ ଆଶୀର୍ବାଦ କର; ସେମାନେ ଉଠିଲେ ଲଜ୍ଜିତ ହେବେ, ମାତ୍ର ତୁମ୍ଭର ଦାସ ଆନନ୍ଦ କରିବ।


ତହିଁରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହେ ବାଲାକ, ଉଠ, ଶ୍ରବଣ କର; ହେ ସିପ୍ପୋରର ପୁତ୍ର, ମୋʼ କଥାରେ କର୍ଣ୍ଣପାତ କର।


ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟାମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ;


ଅମ୍ମୋନୀୟ କି ମୋୟାବୀୟ ଲୋକ ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ; ଦଶ ପୁରୁଷ ପର୍ଯ୍ୟନ୍ତ ଚିରକାଳ ସେମାନଙ୍କର କେହି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ।


କାରଣ ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ସେମାନେ ଅନ୍ନ ଓ ଜଳ ନେଇ ତୁମ୍ଭମାନଙ୍କୁ ପଥରେ ଭେଟିଲେ ନାହିଁ; ପୁଣି ସେମାନେ ତୁମ୍ଭମାନଙ୍କୁ ଅଭିଶାପ ଦେବା ନିମନ୍ତେ ତୁମ୍ଭ ପ୍ରତିକୂଳରେ ଅରାମନହରୟିମ୍‍ସ୍ଥ ପଥୋର ନିବାସୀ ବିୟୋରର ପୁତ୍ର ବିଲୀୟମ୍‍କୁ ବେତନ ଦେଲେ।


Swiv nou:

Piblisite


Piblisite