Biblia Todo Logo
Bib sou entènèt

- Piblisite -




ନିହିମୀୟା 13:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତହିଁରେ ବଣିକମାନେ ଓ ସର୍ବପ୍ରକାର ଦ୍ରବ୍ୟ ବିକ୍ରୟକାରୀମାନେ ଏକ ଦୁଇ ଥର ଯିରୂଶାଲମ ବାହାରେ ରାତ୍ରି କ୍ଷେପଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ତହିଁରେ ବଣିକମାନେ ଓ ସର୍ବପ୍ରକାର ଦ୍ରବ୍ୟ-ବିକ୍ରୟକାରୀମାନେ ଏକ ଦୁଇ ଥର ଯିରୂଶାଲମ ବାହାରେ ରାତ୍ରି କ୍ଷେପଣ କଲେ।

Gade chapit la Kopi

ଓଡିଆ ବାଇବେଲ

20 ତହିଁରେ ବଣିକମାନେ ଓ ସର୍ବପ୍ରକାର ଦ୍ରବ୍ୟ ବିକ୍ରୟକାରୀମାନେ ଏକ ଦୁଇ ଥର ଯିରୂଶାଲମ ବାହାରେ ରାତ୍ରି କ୍ଷେପଣ କଲେ।

Gade chapit la Kopi

ପବିତ୍ର ବାଇବଲ

20 ତହିଁରେ ବଣିକମାନେ ଓ ସର୍ବପ୍ରକାର ଦ୍ରବ୍ୟ ବିକ୍ରୟକାରୀମାନେ ଥରେ ବା ଦୁଇଥର ଯିରୁଶାଲମ ବାହାରେ ରାତ୍ରି କ୍ଷେପଣ କଲେ।

Gade chapit la Kopi




ନିହିମୀୟା 13:20
2 Referans Kwoze  

ଏଉତ୍ତାରେ ବିଶ୍ରାମବାର ପୂର୍ବେ ଯିରୂଶାଲମର ଦ୍ୱାରସବୁ ଅନ୍ଧାର ହେବାକୁ ଲାଗିବା ବେଳେ ମୁଁ କବାଟସବୁ ବନ୍ଦ କରିବାକୁ ଆଜ୍ଞା ଦେଲି, ଆହୁରି ବିଶ୍ରାମବାର ଗତ ନୋହିବା ପର୍ଯ୍ୟନ୍ତ ମେଲା ନ କରିବାକୁ ଆଜ୍ଞା ଦେଲି; ପୁଣି, ବିଶ୍ରାମବାର କୌଣସି ବୋଝ ଭିତରକୁ ଅଣା ନ ଯିବା ପାଇଁ ମୁଁ ଆପଣା ଦାସମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ୱାରସମୂହରେ ନିଯୁକ୍ତ କଲି।


ତହିଁରେ ମୁଁ ସେମାନଙ୍କୁ ଚେତାବନୀ ଦେଇ ସେମାନଙ୍କୁ କହିଲି, “ତୁମ୍ଭେମାନେ କାହିଁକି ପ୍ରାଚୀର ନିକଟରେ ରାତ୍ରି କ୍ଷେପଣ କରୁଅଛ? ତୁମ୍ଭେମାନେ ଆଉ ଥରେ ଏପରି କଲେ ମୁଁ ତୁମ୍ଭମାନଙ୍କୁ ଧରିବି।” ସେହି ସମୟଠାରୁ ସେମାନେ ଆଉ ବିଶ୍ରାମବାରରେ ଆସିଲେ ନାହିଁ।


Swiv nou:

Piblisite


Piblisite