ନିହିମୀୟା 13:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତହିଁରେ ମୁଁ ସେମାନଙ୍କୁ ଚେତାବନୀ ଦେଇ ସେମାନଙ୍କୁ କହିଲି, “ତୁମ୍ଭେମାନେ କାହିଁକି ପ୍ରାଚୀର ନିକଟରେ ରାତ୍ରି କ୍ଷେପଣ କରୁଅଛ? ତୁମ୍ଭେମାନେ ଆଉ ଥରେ ଏପରି କଲେ ମୁଁ ତୁମ୍ଭମାନଙ୍କୁ ଧରିବି।” ସେହି ସମୟଠାରୁ ସେମାନେ ଆଉ ବିଶ୍ରାମବାରରେ ଆସିଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)21 ତହିଁରେ ମୁଁ ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦେଇ ସେମାନଙ୍କୁ କହିଲି, ତୁମ୍ଭେମାନେ କାହିଁକି ପ୍ରାଚୀର ନିକଟରେ ରାତ୍ରିକ୍ଷେପଣ କରୁଅଛ? ତୁମ୍ଭେମାନେ ଆଉ ଥରେ ଏପରି କଲେ ମୁଁ ତୁମ୍ଭମାନଙ୍କୁ ଧରିବି। ସେହି ସମୟଠାରୁ ସେମାନେ ଆଉ ବିଶ୍ରାମବାରରେ ଆସିଲେ ନାହିଁ। Gade chapit laଓଡିଆ ବାଇବେଲ21 ତହିଁରେ ମୁଁ ସେମାନଙ୍କୁ ଚେତାବନୀ ଦେଇ ସେମାନଙ୍କୁ କହିଲି, “ତୁମ୍ଭେମାନେ କାହିଁକି ପ୍ରାଚୀର ନିକଟରେ ରାତ୍ରିକ୍ଷେପଣ କରୁଅଛ ? ତୁମ୍ଭେମାନେ ଆଉ ଥରେ ଏପରି କଲେ ମୁଁ ତୁମ୍ଭମାନଙ୍କୁ ଧରିବି।” ସେହି ସମୟଠାରୁ ସେମାନେ ଆଉ ବିଶ୍ରାମବାରରେ ଆସିଲେ ନାହିଁ। Gade chapit laପବିତ୍ର ବାଇବଲ21 ତା'ପରେ ମୁଁ ସେମାନଙ୍କୁ ସତର୍କ କଲି ଏବଂ କହିଲି, “ତୁମ୍ଭେମାନେ କାହିଁକି ପ୍ରାଚୀର ନିକଟରେ ରାତ୍ରି ଯାପନ କରୁଅଛ? ତୁମ୍ଭେମାନେ ଆଉ ଥରେ ଏପରି କଲେ ମୁଁ ତୁମ୍ଭମାନଙ୍କୁ ଧରିବି।” ସେହି ସମୟାବଧି ସେମାନେ ଆଉ ବିଶ୍ରାମବାରରେ ଆସିଲେ ନାହିଁ। Gade chapit la |
ସେହି ସମୟରେ ମୁଁ ଯିହୁଦା ମଧ୍ୟରେ କେତେକ ଲୋକଙ୍କୁ ବିଶ୍ରାମବାରରେ ଦ୍ରାକ୍ଷା ଦଳିବାର ଓ ବିଡ଼ା ଭିତରକୁ ଆଣିବାର ଓ ଗର୍ଦ୍ଦଭ ଉପରେ ବୋଝାଇ କରିବାର, ମଧ୍ୟ ବିଶ୍ରାମବାରରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମ୍ବିରି ଫଳ ଓ ସର୍ବପ୍ରକାର ବୋଝ ଯିରୂଶାଲମକୁ ଆଣିବାର ଦେଖିଲି; ପୁଣି, ଯେଉଁ ଦିନ ସେମାନେ ଭକ୍ଷ୍ୟଦ୍ରବ୍ୟ ବିକ୍ରୟ କଲେ, ସେହି ଦିନ ମୁଁ ସେମାନଙ୍କ ଚେତାବନୀ ଦେଲି।