ନିହିମୀୟା 13:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି, ସେମାନଙ୍କ ବାଳକମାନେ ଅଧେ ଅସ୍ଦୋଦୀୟ ଭାଷାରେ କଥାବାର୍ତ୍ତା କଲେ ଓ ଯିହୁଦୀୟ ଭାଷାରେ କଥାବାର୍ତ୍ତା କରି ପାରିଲେ ନାହିଁ, ମାତ୍ର ପ୍ରତ୍ୟେକ ଗୋଷ୍ଠୀର ଭାଷାନୁସାରେ କଥା କହିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)24 ପୁଣି, ସେମାନଙ୍କ ବାଳକମାନେ ଅଧେ ଅସ୍ଦୋଦୀୟ ଭାଷାରେ କଥାବାର୍ତ୍ତା କଲେ ଓ ଯିହୁଦୀୟ ଭାଷାରେ କଥାବାର୍ତ୍ତା କରି ପାରିଲେ ନାହିଁ, ମାତ୍ର ପ୍ରତ୍ୟେକ ଗୋଷ୍ଠୀର ଭାଷାନୁସାରେ କଥା କହିଲେ। Gade chapit laଓଡିଆ ବାଇବେଲ24 ପୁଣି, ସେମାନଙ୍କ ବାଳକମାନେ ଅଧେ ଅସ୍ଦୋଦୀୟ ଭାଷାରେ କଥାବାର୍ତ୍ତା କଲେ ଓ ଯିହୁଦୀୟ ଭାଷାରେ କଥାବାର୍ତ୍ତା କରି ପାରିଲେ ନାହିଁ, ମାତ୍ର ପ୍ରତ୍ୟେକ ଗୋଷ୍ଠୀର ଭାଷାନୁସାରେ କଥା କହିଲେ। Gade chapit laପବିତ୍ର ବାଇବଲ24 ସେମାନଙ୍କ ବାଳକମାନେ ଅଧେ ଅସ୍ଦୋଦୀୟ ଭାଷାରେ କଥାବାର୍ତ୍ତା କଲେ। ସେମାନେ ଯିହୁଦୀୟ ଭାଷାରେ କଥାବାର୍ତ୍ତା କରି ପାରିଲେ ନାହିଁ। ମାତ୍ର ପ୍ରତ୍ୟେକ ଗୋଷ୍ଠୀର ଭାଷା ଅନୁସାରେ କଥା କହିଲେ। Gade chapit la |
ତହୁଁ ମୁଁ ସେମାନଙ୍କ ସହିତ ବାଦାନୁବାଦ କଲି ଓ ସେମାନଙ୍କୁ ଅଭିଶାପ ଦେଲି ଓ ସେମାନଙ୍କର କାହା କାହାକୁ ପ୍ରହାର କଲି ଓ ସେମାନଙ୍କର କେଶ ଉତ୍ପାଟନ କଲି, ଆଉ ପରମେଶ୍ୱରଙ୍କ ନାମରେ ଶପଥ କରାଇ କହିଲି, “ତୁମ୍ଭେମାନେ ସେମାନଙ୍କ ପୁତ୍ରମାନଙ୍କୁ ଆପଣା ଆପଣାର କନ୍ୟା ଦିଅ ନାହିଁ, ଅବା ଆପଣା ଆପଣା ପୁତ୍ର ନିମନ୍ତେ କି ଆପଣାମାନଙ୍କ ନିମନ୍ତେ ସେମାନଙ୍କ କନ୍ୟା ଗ୍ରହଣ କର ନାହିଁ।