Biblia Todo Logo
Bib sou entènèt

- Piblisite -




ନିହିମୀୟା 13:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ତେବେ ବିଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିବା ଦ୍ୱାରା ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଏହିସବୁ ମହାପାପ କରିବାକୁ କି ଆମ୍ଭେମାନେ ତୁମ୍ଭମାନଙ୍କ କଥା ଶୁଣିବୁ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ତେବେ ବିଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିବା ଦ୍ଵାରା ଆମ୍ଭମାନଙ୍କ ପରମେଶ୍ଵରଙ୍କ ବିରୁଦ୍ଧରେ ସତ୍ୟଲଙ୍ଘନ କରି ଏହିସବୁ ମହାପାପ କରିବାକୁ କି ଆମ୍ଭେମାନେ ତୁମ୍ଭମାନଙ୍କ କଥା ଶୁଣିବୁ?

Gade chapit la Kopi

ଓଡିଆ ବାଇବେଲ

27 ତେବେ ବିଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିବା ଦ୍ୱାରା ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଏହିସବୁ ମହାପାପ କରିବାକୁ କି ଆମ୍ଭେମାନେ ତୁମ୍ଭମାନଙ୍କ କଥା ଶୁଣିବୁ ?

Gade chapit la Kopi

ପବିତ୍ର ବାଇବଲ

27 ତେଣୁ ଆମ୍ଭେ କ’ଣ ତୁମ୍ଭ କଥା ଶୁଣି ପରମେଶ୍ୱରଙ୍କ ବିରୁଦ୍ଧରେ ଯିବୁ ଓ ବିଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରି ମହାପାପ କରିବୁ?”

Gade chapit la Kopi




ନିହିମୀୟା 13:27
5 Referans Kwoze  

ଏଥିରେ ଏଲମ୍‍ର ସନ୍ତାନଗଣ ମଧ୍ୟରୁ ଯିହୀୟେଲର ପୁତ୍ର ଶଖନୀୟ ଏଜ୍ରାଙ୍କୁ ଉତ୍ତର କରି କହିଲା, “ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କର ସ୍ତ୍ରୀମାନଙ୍କୁ ବିବାହ କରିଅଛୁ; ତଥାପି ଏହି ବିଷୟରେ ଏବେ ମଧ୍ୟ ଇସ୍ରାଏଲ ପକ୍ଷରେ ଭରସା ଅଛି।


ପୁଣି, ଏ ବିଷୟରେ ତୁମ୍ଭମାନଙ୍କର କଥା କିଏ ଶୁଣିବ? କାରଣ ଯୁଦ୍ଧକୁ ଗମନକାରୀ ଲୋକ ଯେପରି ଆପଣା ଅଂଶ ପାଇବ, ସାମଗ୍ରୀ ନିକଟରେ ରହିବା ଲୋକ ସେପରି ଅଂଶ ପାଇବ, ସେମାନେ ସମାନ ଅଂଶ ପାଇବେ।”


ସେହି ସମୟରେ ମଧ୍ୟ ଯେଉଁ ଯିହୁଦୀୟମାନେ ଅସ୍ଦୋଦ, ଅମ୍ମୋନ ଓ ମୋୟାବ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନଙ୍କୁ ମୁଁ ଦେଖିଲି;


ଏହା ଦେଖି ଆମ୍ଭେମାନେ କʼଣ ପୁନର୍ବାର ତୁମ୍ଭର ଆଜ୍ଞାଲଙ୍ଘନ କରିବୁ ଓ ଏହି ଘୃଣାଯୋଗ୍ୟ କର୍ମକାରୀ ଅନ୍ୟ ଗୋଷ୍ଠୀୟମାନଙ୍କ ସଙ୍ଗେ କୁଟୁମ୍ବିତା କରିବୁ? କଲେ ତୁମ୍ଭେ କʼଣ ଆମ୍ଭମାନଙ୍କୁ ନିଃଶେଷ କରିବା ପର୍ଯ୍ୟନ୍ତ କ୍ରୁଦ୍ଧ ହେବ ନାହିଁ? ତହିଁରେ କେହି ଅବଶିଷ୍ଟ କି ରକ୍ଷିତ ରହିବେ ନାହିଁ।


ଆଉ, ଦେଶସ୍ଥ ଲୋକମାନେ ବିଶ୍ରାମବାରରେ କୌଣସି ପଦାର୍ଥ କି ଖାଦ୍ୟଦ୍ରବ୍ୟ ବିକ୍ରି କରିବାକୁ ଆଣିଲେ, ଆମ୍ଭେମାନେ ବିଶ୍ରାମବାରରେ କି ଅନ୍ୟ କୌଣସି ପବିତ୍ର ଦିନରେ ସେମାନଙ୍କଠାରୁ ତାହା କିଣିବୁ ନାହିଁ; ଆଉ, ସପ୍ତମ ବର୍ଷ ସର୍ବପ୍ରକାର ଋଣ ଆଦାୟ କରିବାର ଛାଡ଼ି ଦେବୁ।


Swiv nou:

Piblisite


Piblisite