ନିହିମୀୟା 13:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ତହୁଁ ଇଲୀୟାଶୀବ ମହାଯାଜକର ପୌତ୍ର ଯିହୋୟାଦାର ଏକ ପୁତ୍ର ହୋରୋଣୀୟ ସନ୍ବଲ୍ଲଟ୍ର ଜୁଆଁଇ ଥିଲା; ତେଣୁ ମୁଁ ତାହାକୁ ଆପଣା ନିକଟରୁ ତଡ଼ିଦେଲି। Gade chapit laପବିତ୍ର ବାଇବଲ (Re-edited) - (BSI)28 ତହୁଁ ଇଲୀୟାଶୀବ ମହାଯାଜକର ପୌତ୍ର ଯିହୋୟାଦାର ଏକ ପୁତ୍ର ହୋରୋଣୀୟ ସନ୍ବଲ୍ଲଟର ଜୁଆଁଇ ଥିଲା; ତେଣୁ ମୁଁ ତାହାକୁ ଆପଣା ନିକଟରୁ ତଡ଼ିଦେଲି। Gade chapit laଓଡିଆ ବାଇବେଲ28 ତହୁଁ ଇଲୀୟାଶୀବ ମହାଯାଜକର ପୌତ୍ର ଯିହୋୟାଦାର ଏକ ପୁତ୍ର ହୋରୋଣୀୟ ସନ୍ବଲ୍ଲଟ୍ର ଜୁଆଁଇ ଥିଲା; ତେଣୁ ମୁଁ ତାହାକୁ ଆପଣା ନିକଟରୁ ତଡ଼ିଦେଲି। Gade chapit laପବିତ୍ର ବାଇବଲ28 ମହାଯାଜକ ଇଲିୟାଶୀବ୍ର ପୁତ୍ର ଯିହୋୟାଦାର ପୁତ୍ରମାନଙ୍କ ମଧ୍ୟରୁ ଜଣେ ପୁତ୍ର ହାରୋଣୀୟ ସନ୍ବଲ୍ଲଟ୍ର ଜ୍ୱାଇଁ ଥିଲା। ମୁଁ ସେହି ଲୋକଙ୍କୁ ମୋ'ଠାରୁ ଗ୍ଭଲିଯିବା ପାଇଁ ବାଧ୍ୟ କରିଥିଲି। Gade chapit la |
ତହୁଁ ମୁଁ ସେମାନଙ୍କ ସହିତ ବାଦାନୁବାଦ କଲି ଓ ସେମାନଙ୍କୁ ଅଭିଶାପ ଦେଲି ଓ ସେମାନଙ୍କର କାହା କାହାକୁ ପ୍ରହାର କଲି ଓ ସେମାନଙ୍କର କେଶ ଉତ୍ପାଟନ କଲି, ଆଉ ପରମେଶ୍ୱରଙ୍କ ନାମରେ ଶପଥ କରାଇ କହିଲି, “ତୁମ୍ଭେମାନେ ସେମାନଙ୍କ ପୁତ୍ରମାନଙ୍କୁ ଆପଣା ଆପଣାର କନ୍ୟା ଦିଅ ନାହିଁ, ଅବା ଆପଣା ଆପଣା ପୁତ୍ର ନିମନ୍ତେ କି ଆପଣାମାନଙ୍କ ନିମନ୍ତେ ସେମାନଙ୍କ କନ୍ୟା ଗ୍ରହଣ କର ନାହିଁ।