Biblia Todo Logo
Bib sou entènèt

- Piblisite -




ନିହିମୀୟା 13:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ହେ ମୋହର ପରମେଶ୍ୱର, ସେମାନଙ୍କୁ ସ୍ମରଣ କର, ଯେହେତୁ ସେମାନେ ଯାଜକ-ପଦକୁ, ଆଉ ଯାଜକ-ପଦର ଓ ଲେବୀୟମାନଙ୍କର ନିୟମକୁ କଳଙ୍କିତ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ହେ ମୋହର ପରମେଶ୍ଵର, ସେମାନଙ୍କୁ ସ୍ମରଣ କର, ଯେହେତୁ ସେମାନେ ଯାଜକ-ପଦକୁ, ଆଉ ଯାଜକ-ପଦର ଓ ଲେବୀୟମାନଙ୍କର ନିୟମକୁ କଳଙ୍କିତ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

29 ହେ ମୋହର ପରମେଶ୍ୱର, ସେମାନଙ୍କୁ ସ୍ମରଣ କର, ଯେହେତୁ ସେମାନେ ଯାଜକ-ପଦକୁ, ଆଉ ଯାଜକ-ପଦର ଓ ଲେବୀୟମାନଙ୍କର ନିୟମକୁ କଳଙ୍କିତ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

29 ହେ ମୋର ପରମେଶ୍ୱର, ସେମାନଙ୍କୁ ସ୍ମରଣ କର। ଯେହେତୁ ସେମାନେ ଯାଜକପଦକୁ ଆଉ ଯାଜକ ପଦରେ ଓ ଲେବୀୟମାନଙ୍କର ନିୟମକୁ କଳଙ୍କିତ କରିଛନ୍ତି।

Gade chapit la Kopi




ନିହିମୀୟା 13:29
12 Referans Kwoze  

ହେ ମୋହର ପରମେଶ୍ୱର, ଟୋବୀୟ ଓ ସନ୍‍ବଲ୍ଲଟ୍‍ର ଏହିସବୁ କର୍ମାନୁସାରେ ସେମାନଙ୍କୁ, ଆଉ ମୋତେ ଭୟଗ୍ରସ୍ତ କରିବାକୁ ଇଚ୍ଛା କଲେ ଯେ ନୋୟଦୀୟା ଭବିଷ୍ୟଦ୍‍ବକ୍ତ୍ରୀ ଓ ଅନ୍ୟାନ୍ୟ ଭବିଷ୍ୟଦ୍‍ବକ୍ତା, ସେମାନଙ୍କୁ ସ୍ମରଣ କର।


କଂସାରି ଆଲେକ୍‌ଜାଣ୍ଡର ମୋହର ବହୁତ ଅନିଷ୍ଟ କରିଅଛି; ପ୍ରଭୁ ତାହାର କର୍ମ ଅନୁସାରେ ତାହାକୁ ପ୍ରତିଫଳ ଦେବେ;


ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତକାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ,’ ମାତ୍ର ଏବେ ସଦାପ୍ରଭୁ କହନ୍ତି, ‘ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁ ଜ୍ଞାନ କରାଯିବେ।


ଏହେତୁ ତୁମ୍ଭେ ତାହାକୁ ପବିତ୍ର କରିବ; କାରଣ ସେ ତୁମ୍ଭ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରେ; ସେ ତୁମ୍ଭ ନିକଟରେ ପବିତ୍ର ହେବ; କାରଣ ତୁମ୍ଭମାନଙ୍କୁ ପବିତ୍ର କରୁ ଯେ ସଦାପ୍ରଭୁ ଆମ୍ଭେ, ଆମ୍ଭେ ପବିତ୍ର ଅଟୁ।


ଆଉ, ସେ ଆପଣା ଲୋକମାନଙ୍କ ମଧ୍ୟରେ ଆପଣା ବଂଶ ଅପବିତ୍ର କରିବ ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ତାହାକୁ ପବିତ୍ର କରୁ।”


ମାତ୍ର ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ ନାହିଁ, କିଅବା ବେଦି ନିକଟକୁ ଆସିବ ନାହିଁ, କାରଣ ତାହାର ଖୁଣ ଅଛି; ସେ ଆମ୍ଭର ପବିତ୍ର ସ୍ଥାନସକଳ ଅପବିତ୍ର କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେହି ସମସ୍ତ ପବିତ୍ର କରୁ।”


Swiv nou:

Piblisite


Piblisite