Biblia Todo Logo
Bib sou entènèt

- Piblisite -




ନିହିମୀୟା 13:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଆଉ, ନିରୂପିତ ସମୟରେ କାଷ୍ଠ ଓ ପ୍ରଥମଜାତ ଫଳର ଉପହାର ନିମନ୍ତେ ଲୋକ ନିଯୁକ୍ତ କଲି। ହେ ମୋହର ପରମେଶ୍ୱର, ମଙ୍ଗଳ ନିମନ୍ତେ ମୋତେ ସ୍ମରଣ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ଆଉ, ନିରୂପିତ ସମୟରେ କାଷ୍ଠ ଓ ପ୍ରଥମଜାତ ଫଳର ଉପହାର ନିମନ୍ତେ ଲୋକ ନିଯୁକ୍ତ କଲି। ହେ ମୋହର ପରମେଶ୍ଵର, ମଙ୍ଗଳ ନିମନ୍ତେ ମୋତେ ସ୍ମରଣ କର।

Gade chapit la Kopi

ଓଡିଆ ବାଇବେଲ

31 ଆଉ, ନିରୂପିତ ସମୟରେ କାଷ୍ଠ ଓ ପ୍ରଥମଜାତ ଫଳର ଉପହାର ନିମନ୍ତେ ଲୋକ ନିଯୁକ୍ତ କଲି। ହେ ମୋହର ପରମେଶ୍ୱର, ମଙ୍ଗଳ ନିମନ୍ତେ ମୋତେ ସ୍ମରଣ କର।

Gade chapit la Kopi

ପବିତ୍ର ବାଇବଲ

31 ନିରୂପିତ ସମୟରେ କାଠ ଓ ପ୍ରଥମଜାତ ଫଳର ଉପହାର ନିମନ୍ତେ ଲୋକ ନିଯୁକ୍ତ କଲି। ହେ ମୋର ପରମେଶ୍ୱର, ମଙ୍ଗଳ ନିମନ୍ତେ ମୋତେ ସ୍ମରଣ କର।

Gade chapit la Kopi




ନିହିମୀୟା 13:31
10 Referans Kwoze  

ହେ ମୋହର ପରମେଶ୍ୱର, ଏ ବିଷୟରେ ମୋତେ ସ୍ମରଣ କର, ଆଉ ମୁଁ ମୋହର ପରମେଶ୍ୱରଙ୍କ ଗୃହ ଓ ତହିଁର ପାଳନୀୟ ବିଷୟ ନିମନ୍ତେ ଯାହା କରିଅଛି, ମୋହର କୃତ ସେହି ସୁକର୍ମସବୁ ଲିଭାଇ ନ ଦିଅ।


ଏଉତ୍ତାରେ ମୁଁ ଲେବୀୟମାନଙ୍କୁ ବିଶ୍ରାମବାର ପବିତ୍ର କରିବା ନିମନ୍ତେ ଆପଣା ଆପଣାକୁ ଶୁଚି କରିବାକୁ ଓ ଆସି ଦ୍ୱାରସବୁ ରକ୍ଷା କରିବାକୁ ଆଜ୍ଞା କଲି। ହେ ମୋହର ପରମେଶ୍ୱର, ମୋʼ ପକ୍ଷରେ ଏହା ମଧ୍ୟ ସ୍ମରଣ କର ଓ ଆପଣା ଦୟାର ମହତ୍ତ୍ୱାନୁସାରେ ମୋତେ ରକ୍ଷା କର।


ହେ ସଦାପ୍ରଭୋ, ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନୁଗ୍ରହ ବହିଥାଅ, ତଦନୁସାରେ ମୋତେ ସ୍ମରଣ କର; ତୁମ୍ଭେ ଆପଣା ପରିତ୍ରାଣ ଘେନି ମୋହର ତତ୍ତ୍ୱ ନିଅ;


ମୋʼ ଯୌବନ କାଳର ପାପ ଓ ଅଧର୍ମସବୁ ସ୍ମରଣ କର ନାହିଁ; ହେ ସଦାପ୍ରଭୋ, ତୁମ୍ଭେ ଆପଣାର ମଙ୍ଗଳଭାବ ସକାଶୁ ନିଜ ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସ୍ମରଣ କର।


ପୁଣି, ବ୍ୟବସ୍ଥାର ଲିଖନାନୁସାରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଯଜ୍ଞବେଦି ଉପରେ ଜ୍ୱଳାଇବା ସକାଶେ ଆମ୍ଭମାନଙ୍କ ପିତୃବଂଶାନୁସାରେ ବର୍ଷକୁ ବର୍ଷ ନିରୂପିତ ସମୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହକୁ କାଷ୍ଠ ଆଣିବା ନିମନ୍ତେ ଆମ୍ଭେମାନେ, ଅର୍ଥାତ୍‍ ଯାଜକମାନେ, ଲେବୀୟମାନେ ଓ ଲୋକମାନେ କାଷ୍ଠଦାନ ବିଷୟରେ ଗୁଲିବାଣ୍ଟ କଲୁ।


ପୁଣି, ସେ କହିଲା, ହେ ଯୀଶୁ, ଆପଣ ନିଜ ରାଜ୍ୟରେ ପ୍ରବେଶ କଲେ ମୋତେ ସ୍ମରଣ କରିବେ।


ହେ ମୋହର ପରମେଶ୍ୱର, ମୁଁ ଏହି ଲୋକମାନଙ୍କ ନିମନ୍ତେ ଯେଉଁ ଯେଉଁ କାର୍ଯ୍ୟ କରିଅଛି, ମୋʼ ପକ୍ଷରେ ମଙ୍ଗଳ ନିମନ୍ତେ ତାହାସବୁ ସ୍ମରଣ କର।


ଆହୁରି, ଆମ୍ଭମାନଙ୍କ ଭୂମିର ପ୍ରଥମଜାତ ଶସ୍ୟ ଓ ସର୍ବପ୍ରକାର ବୃକ୍ଷର ପ୍ରଥମଜାତ ଫଳ ବର୍ଷକୁ ବର୍ଷ ସଦାପ୍ରଭୁଙ୍କ ଗୃହକୁ ଆଣିବା ପାଇଁ,


ମାତ୍ର ଲେବୀୟମାନେ ଦଶମାଂଶ ଆଦାୟ କରିବା ସମୟରେ ହାରୋଣଙ୍କର ସନ୍ତାନ-ଯାଜକ ଲେବୀୟମାନଙ୍କ ସଙ୍ଗେ ରହିବ; ଆଉ, ଲେବୀୟମାନେ ପରମେଶ୍ୱରଙ୍କ ଗୃହସ୍ଥିତ ଭଣ୍ଡାର-କୋଠରିକୁ ଦଶମାଂଶର ଦଶମାଂଶ ଆଣିବେ।


Swiv nou:

Piblisite


Piblisite