ନିହିମୀୟା 13:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ମାତ୍ର ମୁଁ ଏସବୁ ସମୟରେ ଯିରୂଶାଲମରେ ନ ଥିଲି, କାରଣ ବାବିଲର ଅର୍ତ୍ତକ୍ଷସ୍ତ ରାଜାଙ୍କ ରାଜତ୍ଵର ବତିଶ ବର୍ଷରେ ମୁଁ ରାଜାଙ୍କ ନିକଟକୁ ଗଲି ଓ କେତେକ ଦିନ ଉତ୍ତାରେ ରାଜାଙ୍କୁ ବିଦାୟ ପାଇଁ ଅନୁମତି ମାଗିଲି; Gade chapit laପବିତ୍ର ବାଇବଲ (Re-edited) - (BSI)6 ମାତ୍ର ମୁଁ ଏସବୁ ସମୟରେ ଯିରୂଶାଲମରେ ନ ଥିଲି, କାରଣ ବାବିଲର ଅର୍ତ୍ତକ୍ଷସ୍ତ ରାଜାଙ୍କ ଅଧିକାରର ବତିଶ ବର୍ଷରେ ମୁଁ ରାଜାଙ୍କ ନିକଟକୁ ଗଲି ଓ କେତେକ ଦିନ ଉତ୍ତାରେ ରାଜାଙ୍କୁ ବିଦାୟ ମାଗିଲି; Gade chapit laଓଡିଆ ବାଇବେଲ6 ମାତ୍ର ମୁଁ ଏସବୁ ସମୟରେ ଯିରୂଶାଲମରେ ନ ଥିଲି, କାରଣ ବାବିଲର ଅର୍ତ୍ତକ୍ଷସ୍ତ ରାଜାଙ୍କ ରାଜତ୍ଵର ବତିଶ ବର୍ଷରେ ମୁଁ ରାଜାଙ୍କ ନିକଟକୁ ଗଲି ଓ କେତେକ ଦିନ ଉତ୍ତାରେ ରାଜାଙ୍କୁ ବିଦାୟ ପାଇଁ ଅନୁମତି ମାଗିଲି; Gade chapit laପବିତ୍ର ବାଇବଲ6 ମୁଁ ଏସବୁ ସମୟରେ ଯିରୁଶାଲମରେ ନ ଥିଲି, କାରଣ ବାବିଲର ଅର୍ତ୍ତକ୍ଷସ୍ତ ରାଜାର ଅଧିକାରର ବତିଶ୍ ବର୍ଷରେ ମୁଁ ରାଜାଙ୍କ ନିକଟକୁ ଗଲି ଓ କେତେକ ଦିନ ପରେ ରାଜାଙ୍କୁ ବିଦାୟ ମାଗିଲି। Gade chapit la |