Biblia Todo Logo
Bib sou entènèt

- Piblisite -




ନିହିମୀୟା 13:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଉତ୍ତାରେ ମୁଁ ଯିରୂଶାଲମକୁ ଆସି ଇଲୀୟାଶୀବ, ଟୋବୀୟ ନିମନ୍ତେ ପରମେଶ୍ୱରଙ୍କ ଗୃହର ପ୍ରାଙ୍ଗଣରେ ଏକ କୋଠରି ପ୍ରସ୍ତୁତ କରି ଯେଉଁ ଭୁଲ୍ କରିଥିଲା, ତାହା ବୁଝିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏଉତ୍ତାରେ ମୁଁ ଯିରୂଶାଲମକୁ ଆସି ଇଲୀୟାଶୀବ୍, ଟୋବୀୟ ନିମନ୍ତେ ପରମେଶ୍ଵରଙ୍କ ଗୃହର ପ୍ରାଙ୍ଗଣରେ ଏକ କୋଠରି ପ୍ରସ୍ତୁତ କରି ଯେଉଁ ଅନିଷ୍ଟ କରିଥିଲା, ତାହା ବୁଝିଲି। ଣ

Gade chapit la Kopi

ଓଡିଆ ବାଇବେଲ

7 ଏଉତ୍ତାରେ ମୁଁ ଯିରୂଶାଲମକୁ ଆସି ଇଲୀୟାଶୀବ, ଟୋବୀୟ ନିମନ୍ତେ ପରମେଶ୍ୱରଙ୍କ ଗୃହର ପ୍ରାଙ୍ଗଣରେ ଏକ କୋଠରି ପ୍ରସ୍ତୁତ କରି ଯେଉଁ ଭୁଲ୍ କରିଥିଲା, ତାହା ବୁଝିଲି।

Gade chapit la Kopi

ପବିତ୍ର ବାଇବଲ

7 ଏହା ପରେ ମୁଁ ଯିରୁଶାଲମକୁ ଫେରି ଆସିଲି ଏବଂ ଇଲିୟାଶୀବ୍, ଟୋବିୟ ନିମନ୍ତେ ପରମେଶ୍ୱରଙ୍କ ମନ୍ଦିରର ପ୍ରାଙ୍ଗଣରେ ଏକ କୋଠରୀ ପ୍ରସ୍ତୁତ କରି ଯେଉଁ ମନ୍ଦକର୍ମ କରିଥିଲା ତାହା ବିଷୟରେ ଶୁଣିଲି।

Gade chapit la Kopi




ନିହିମୀୟା 13:7
8 Referans Kwoze  

ଇଲୀୟାଶୀବ ଟୋବୀୟ ନିମନ୍ତେ ଏକ ବୃହତ କୋଠରି ପ୍ରସ୍ତୁତ କରିଥିଲା, ମାତ୍ର ପୂର୍ବେ ଲୋକମାନେ ସେହି ସ୍ଥାନରେ ଭକ୍ଷ୍ୟ ନୈବେଦ୍ୟ, କୁନ୍ଦୁରୁ ଓ ପାତ୍ରାଦି ଓ ଆଜ୍ଞା ପ୍ରମାଣେ ଲେବୀୟ ଓ ଗାୟକ ଓ ଦ୍ୱାରପାଳମାନଙ୍କ ନିମନ୍ତେ ଦେୟ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଦଶମାଂଶ; ଆଉ, ଯାଜକମାନଙ୍କ ନିମନ୍ତେ ଉତ୍ତୋଳନୀୟ ଉପହାର ରଖୁଥିଲେ।


କାରଣ, ହେ ମୋହର ଭାଇମାନେ, ଖ୍ଳୟୀଙ୍କ ପରିଜନଙ୍କଠାରୁ ତୁମ୍ଭମାନଙ୍କ ସମ୍ବନ୍ଧରେ ମୋʼ ନିକଟରେ ଏହା ପ୍ରକାଶ ପାଇଅଛି ଯେ, ତୁମ୍ଭମାନଙ୍କ ମଧ୍ୟରେ ବାଦବିବାଦ ଅଛି।


ତାହାର ସକଳ ମନୋହର ବିଷୟ ଉପରେ ବିପକ୍ଷ ଆପଣା ହସ୍ତ ପ୍ରସାରିଅଛି; ହଁ, ଯେଉଁ ଅନ୍ୟ ଦେଶୀୟମାନଙ୍କୁ ତୁମ୍ଭ ସମାଜରେ ପ୍ରବେଶ କରିବା ପାଇଁ ତୁମ୍ଭେ ନିଷେଧ କରିଅଛ, ସେମାନଙ୍କୁ ସେ ତାହାର ପବିତ୍ର ସ୍ଥାନରେ ପ୍ରବେଶ କରିବାର ଦେଖିଅଛି।


ସେହି ଦିନ ସେମାନେ ଲୋକମାନଙ୍କ କର୍ଣ୍ଣଗୋଚରରେ ମୋଶାଙ୍କ ପୁସ୍ତକରୁ ପାଠ କଲେ; ପୁଣି, ତହିଁ ମଧ୍ୟରେ ଲିଖିତ ଏହି କଥା ମିଳିଲା ଯେ, ଅମ୍ମୋନୀୟ ଓ ମୋୟାବୀୟ ଲୋକ ଅନନ୍ତକାଳ ପରମେଶ୍ୱରଙ୍କ ସମାଜରେ ପ୍ରବେଶ କରିବେ ନାହିଁ,


ଏହିସବୁ କର୍ମ ସମାପ୍ତ ହେଲା ଉତ୍ତାରେ ଅଧିପତିମାନେ ଆମ୍ଭ ନିକଟକୁ ଆସି କହିଲେ, “ଇସ୍ରାଏଲ ଲୋକମାନେ ଓ ଯାଜକମାନେ ଓ ଲେବୀୟମାନେ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ନ କରି ସେମାନଙ୍କର, ଅର୍ଥାତ୍‍, କିଣାନୀୟ, ହିତ୍ତୀୟ, ପରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସରୀୟ ଓ ଇମୋରୀୟମାନଙ୍କର ଘୃଣାଯୋଗ୍ୟ କର୍ମାନୁସାରେ କରୁଅଛନ୍ତି।


ପୁଣି, ଇଲୀୟୋଐନୟର ପୁତ୍ର ହୋଦବୀୟ, ଇଲୀୟାଶୀବ, ପ୍ଲାୟ, ଅକ୍କୂବ, ଯୋହାନନ୍‍, ଦଲୟିୟ ଓ ଅନାନି, ଏହି ସାତ ଜଣ।


Swiv nou:

Piblisite


Piblisite