ନିହିମୀୟା 2:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅର୍ତ୍ତକ୍ଷସ୍ତ ରାଜାଙ୍କ ରାଜତ୍ଵର କୋଡ଼ିଏତମ ବର୍ଷରେ ନୀସନ୍ ମାସରେ ଏପରି ଘଟିଲା ଯେ, ରାଜାଙ୍କ ସମ୍ମୁଖରେ ଦ୍ରାକ୍ଷାରସ ଥିବା ବେଳେ ମୁଁ ସେହି ଦ୍ରାକ୍ଷାରସ ନେଇ ରାଜାଙ୍କୁ ଦେଲି। ଏଥିପୂର୍ବେ ମୁଁ ତାଙ୍କ ସାକ୍ଷାତରେ କେବେ ଦୁଃଖିତ ହୋଇ ନ ଥିଲି। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଅର୍ତ୍ତକ୍ଷସ୍ତ ରାଜାଙ୍କ ଅଧିକାରର ବିଂଶତିତମ ବର୍ଷରେ ନୀସନ୍ ମାସରେ ଏପରି ଘଟିଲା ଯେ, ରାଜାଙ୍କ ସମ୍ମୁଖରେ ଦ୍ରାକ୍ଷାରସ ଥିବା ବେଳେ ମୁଁ ସେହି ଦ୍ରାକ୍ଷାରସ ନେଇ ରାଜାଙ୍କୁ ଦେଲି। ଏଥିପୂର୍ବେ ମୁଁ ତାଙ୍କ ସାକ୍ଷାତରେ ଦୁଃଖିତ ହୋଇ ନ ଥିଲି। Gade chapit laଓଡିଆ ବାଇବେଲ1 ଅର୍ତ୍ତକ୍ଷସ୍ତ ରାଜାଙ୍କ ରାଜତ୍ଵର କୋଡ଼ିଏତମ ବର୍ଷରେ ନୀସନ୍ ମାସରେ ଏପରି ଘଟିଲା ଯେ, ରାଜାଙ୍କ ସମ୍ମୁଖରେ ଦ୍ରାକ୍ଷାରସ ଥିବା ବେଳେ ମୁଁ ସେହି ଦ୍ରାକ୍ଷାରସ ନେଇ ରାଜାଙ୍କୁ ଦେଲି। ଏଥିପୂର୍ବେ ମୁଁ ତାଙ୍କ ସାକ୍ଷାତରେ କେବେ ଦୁଃଖିତ ହୋଇ ନ ଥିଲି। Gade chapit laପବିତ୍ର ବାଇବଲ1 ଅର୍ତ୍ତକ୍ଷସ୍ତ ରାଜାଙ୍କର ଅଧିକାରର ବିଂଶତମ ବର୍ଷରେ ନିଶାନ ମାସରେ ଏହିପରି ଘଟିଥିଲା ଯେ, ରାଜାଙ୍କ ସମ୍ମୁଖରେ ଦ୍ରାକ୍ଷାରସ ଥିବା ବେଳେ ମୁଁ ସେହି ଦ୍ରାକ୍ଷାରସ ନେଇ ରାଜାଙ୍କୁ ଦେଲି। ଏହା ପୂର୍ବରୁ ମୁଁ ତାହାଙ୍କ ସାକ୍ଷାତରେ ଦୁଃଖିତ ହୋଇ ନ ଥିଲି। Gade chapit la |
ହେ ପ୍ରଭୋ, ବିନୟ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ଭୟ କରିବାକୁ ଆନନ୍ଦ କରନ୍ତି, ଏପରି ତୁମ୍ଭ ଦାସର ପ୍ରାର୍ଥନା ଓ ତୁମ୍ଭ ଦାସମାନଙ୍କ ପ୍ରାର୍ଥନା ପ୍ରତି ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ହେଉ; ଆଉ, ପ୍ରାର୍ଥନା କରୁଅଛି, ଆଜି ଆପଣା ଦାସର କାର୍ଯ୍ୟ ସିଦ୍ଧ କର, ପୁଣି ଏହି ବ୍ୟକ୍ତିର ଦୃଷ୍ଟିରେ ତାହାକୁ ଦୟାପ୍ରାପ୍ତ ହେବାକୁ ଦିଅ।” ଏସମୟରେ ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।