ନିହିମୀୟା 2:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ମୁଁ ରାତ୍ରିରେ ବାହାରି ଉପତ୍ୟକା-ଦ୍ୱାର ଦେଇ ନାଗକୂପ ଓ ଖତ-ଦ୍ୱାର ପର୍ଯ୍ୟନ୍ତ ଗଲି ଓ ଯିରୂଶାଲମର ଭଗ୍ନ ପ୍ରାଚୀର ଓ ତହିଁର ଅଗ୍ନିରେ ଦଗ୍ଧ ହୋଇଥିବା ଦ୍ୱାରସବୁ ଦେଖିଲି। Gade chapit laପବିତ୍ର ବାଇବଲ (Re-edited) - (BSI)13 ପୁଣି, ମୁଁ ରାତ୍ରିରେ ବାହାରି ଉପତ୍ୟକା-ଦ୍ଵାର ଦେଇ ନାଗକୂପ ଓ ଖତଦ୍ଵାର ପର୍ଯ୍ୟନ୍ତ ଗଲି ଓ ଯିରୂଶାଲମର ଭଗ୍ନପ୍ରାଚୀର ଓ ତହିଁର ଅଗ୍ନିଦଗ୍ଧ ଦ୍ଵାରସବୁ ଦେଖିଲି। Gade chapit laଓଡିଆ ବାଇବେଲ13 ପୁଣି, ମୁଁ ରାତ୍ରିରେ ବାହାରି ଉପତ୍ୟକା-ଦ୍ୱାର ଦେଇ ନାଗକୂପ ଓ ଖତ-ଦ୍ୱାର ପର୍ଯ୍ୟନ୍ତ ଗଲି ଓ ଯିରୂଶାଲମର ଭଗ୍ନ ପ୍ରାଚୀର ଓ ତହିଁର ଅଗ୍ନିରେ ଦଗ୍ଧ ହୋଇଥିବା ଦ୍ୱାରସବୁ ଦେଖିଲି। Gade chapit laପବିତ୍ର ବାଇବଲ13 ଅନ୍ଧାର ହେବା ମାତ୍ରେ ମୁଁ ଉପତ୍ୟକାର ଧାରଦେଇ ନାଗକୂପ ଓ ଖତଦ୍ୱାର ପର୍ଯ୍ୟନ୍ତ ଗଲି ଓ ଯିରୁଶାଲମର ଭଗ୍ନ ପ୍ରାଚୀର ଓ ତହିଁର ଅଗ୍ନିଦଗ୍ଧ ଦ୍ୱାରସବୁ ଦେଖିଲି। Gade chapit la |