Biblia Todo Logo
Bib sou entènèt

- Piblisite -




ନିହିମୀୟା 2:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତେବେ ମୁଁ ରାତ୍ରିକାଳେ ନଦୀ ନିକଟ ଦେଇ ଊର୍ଦ୍ଧ୍ୱକୁ ଗମନ କରି ପ୍ରାଚୀର ଦେଖିଲି; ତହୁଁ ମୁଁ ବୁଲି ଉପତ୍ୟକା-ଦ୍ୱାର ଦେଇ ପ୍ରବେଶ କରି ଫେରି ଆସିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତେବେ ମୁଁ ରାତ୍ରିକାଳେ ନଦୀ ନିକଟ ଦେଇ ଊର୍ଦ୍ଧ୍ଵକୁ ଗମନ କରି ପ୍ରାଚୀର ଦେଖିଲି; ତହୁଁ ମୁଁ ବୁଲି ଉପତ୍ୟକା-ଦ୍ଵାର ଦେଇ ପ୍ରବେଶ କରି ଫେରି ଆସିଲି।

Gade chapit la Kopi

ଓଡିଆ ବାଇବେଲ

15 ତେବେ ମୁଁ ରାତ୍ରିକାଳେ ନଦୀ ନିକଟ ଦେଇ ଉର୍ଦ୍ଧ୍ୱକୁ ଗମନ କରି ପ୍ରାଚୀର ଦେଖିଲି; ତହୁଁ ମୁଁ ବୁଲି ଉପତ୍ୟକା-ଦ୍ୱାର ଦେଇ ପ୍ରବେଶ କରି ଫେରି ଆସିଲି।

Gade chapit la Kopi

ପବିତ୍ର ବାଇବଲ

15 ତେଣୁ ମୁଁ ଉପତ୍ୟକା ଉପରକୁ ଅନ୍ଧାରରେ ଚଢ଼ିଲି ଓ ପ୍ରାଚୀରକୁ ନିରୀକ୍ଷଣ କଲି ଏବଂ ଉପତ୍ୟକାର ଫାଟକ ଦେଇ ଫେରି ଆସିଲି।

Gade chapit la Kopi




ନିହିମୀୟା 2:15
6 Referans Kwoze  

ତେଣୁ ଦେଶଯାକ ଉଚ୍ଚସ୍ୱର କରି ରୋଦନ କଲେ ଓ ସମସ୍ତ ଲୋକ ଅଗ୍ରସର ହେଲେ; ରାଜା ମଧ୍ୟ ଆପେ କିଦ୍ରୋଣ ନଦୀ ପାର ହୋଇଗଲେ ଓ ସମସ୍ତ ଲୋକ ପାର ହୋଇ ପ୍ରାନ୍ତର-ପଥ ଆଡ଼େ ଗଲେ।


ଯୀଶୁ ଏହିସବୁ କଥା କହି ଆପଣା ଶିଷ୍ୟମାନଙ୍କ ସହିତ କିଦ୍ରୋଣ ଜୋଡ଼ର ଆରପାଖକୁ ବାହାରିଗଲେ। ସେଠାରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେ ଓ ତାହାଙ୍କ ଶିଷ୍ୟମାନେ ସେଥିରେ ପ୍ରବେଶ କଲେ।


ଆହୁରି, ଉଷୀୟ ଯିରୂଶାଲମର କୋଣ-ଦ୍ୱାରରେ ଓ ଉପତ୍ୟକା-ଦ୍ୱାରରେ ଓ ପ୍ରାଚୀର-କୋଣରେ ଦୁର୍ଗ ନିର୍ମାଣ କରି ତାହାସବୁ ଦୃଢ କଲେ।


ମାତ୍ର ମୁଁ କେଉଁଆଡ଼େ ଗଲି ଓ କଅଣ କଲି, ଏହା ଅଧ୍ୟକ୍ଷମାନେ ଜାଣିଲେ ନାହିଁ; ଆଉ, ସେପର୍ଯ୍ୟନ୍ତ ମୁଁ ଯିହୁଦୀୟମାନଙ୍କୁ କି ଯାଜକମାନଙ୍କୁ କି କୁଳୀନମାନଙ୍କୁ କି ଅଧ୍ୟକ୍ଷମାନଙ୍କୁ କି ଅନ୍ୟ କର୍ମଚାରୀମାନଙ୍କୁ ତାହା ଜଣାଇ ନ ଥିଲି।


ହାନୂନ୍‍ ଓ ସାନୋହ ନିବାସୀମାନେ ଉପତ୍ୟକା ଦ୍ୱାରର ମରାମତି କଲେ; ସେମାନେ ତାହା ଗଢ଼ିଲେ ଓ ତହିଁର କବାଟ, କିଳିଣୀ ଓ ଅର୍ଗଳସବୁ ଲଗାଇଲେ, ଆଉ ଖତ-ଦ୍ୱାର ପର୍ଯ୍ୟନ୍ତ ପ୍ରାଚୀରର ଏକ ହଜାର ହାତ ଦୃଢ଼ କଲେ।


Swiv nou:

Piblisite


Piblisite