ନିହିମୀୟା 2:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମାତ୍ର ମୁଁ କେଉଁଆଡ଼େ ଗଲି ଓ କଅଣ କଲି, ଏହା ଅଧ୍ୟକ୍ଷମାନେ ଜାଣିଲେ ନାହିଁ; ଆଉ, ସେପର୍ଯ୍ୟନ୍ତ ମୁଁ ଯିହୁଦୀୟମାନଙ୍କୁ କି ଯାଜକମାନଙ୍କୁ କି କୁଳୀନମାନଙ୍କୁ କି ଅଧ୍ୟକ୍ଷମାନଙ୍କୁ କି ଅନ୍ୟ କର୍ମଚାରୀମାନଙ୍କୁ ତାହା ଜଣାଇ ନ ଥିଲି। Gade chapit laପବିତ୍ର ବାଇବଲ (Re-edited) - (BSI)16 ମାତ୍ର ମୁଁ କେଉଁଆଡ଼େ ଗଲି ଓ କଅଣ କଲି, ଏହା ଅଧ୍ୟକ୍ଷମାନେ ଜାଣିଲେ ନାହିଁ; ଆଉ, ସେପର୍ଯ୍ୟନ୍ତ ମୁଁ ଯିହୁଦୀୟମାନଙ୍କୁ କି ଯାଜକମାନଙ୍କୁ କି କୁଳୀନମାନଙ୍କୁ କି ଅଧ୍ୟକ୍ଷମାନଙ୍କୁ କି ଅନ୍ୟ କର୍ମଚାରୀମାନଙ୍କୁ ତାହା ଜଣାଇ ନ ଥିଲି। Gade chapit laଓଡିଆ ବାଇବେଲ16 ମାତ୍ର ମୁଁ କେଉଁଆଡ଼େ ଗଲି ଓ କଅଣ କଲି, ଏହା ଅଧ୍ୟକ୍ଷମାନେ ଜାଣିଲେ ନାହିଁ; ଆଉ, ସେପର୍ଯ୍ୟନ୍ତ ମୁଁ ଯିହୁଦୀୟମାନଙ୍କୁ କି ଯାଜକମାନଙ୍କୁ କି କୁଳୀନମାନଙ୍କୁ କି ଅଧ୍ୟକ୍ଷମାନଙ୍କୁ କି ଅନ୍ୟ କର୍ମଚାରୀମାନଙ୍କୁ ତାହା ଜଣାଇ ନ ଥିଲି। Gade chapit laପବିତ୍ର ବାଇବଲ16 ମୁଁ କେଉଁ ଆଡ଼େ ଗଲି ଓ କ’ଣ କଲି ଶାସକଗଣ ତାହା ଜାଣି ପାରିଲେ ନାହିଁ। ଆଉ ମୁଁ ମଧ୍ୟ ଯିହୁଦୀୟମାନଙ୍କୁ, ଯାଜକମାନଙ୍କୁ, ମୁଖ୍ୟମାନଙ୍କୁ, ଅଧିକାରୀମାନଙ୍କୁ କି ଅନ୍ୟ କାହାରିକୁ ତାହା ଜଣାଇ ନ ଥିଲି। Gade chapit la |