ନିହିମୀୟା 2:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏହାପରେ ମୁଁ ସେମାନଙ୍କୁ କହିଲି, “ଆମ୍ଭେମାନେ କି ପ୍ରକାର ମନ୍ଦ ଅବସ୍ଥାରେ ଅଛୁ, ଯିରୂଶାଲମ କିପରି ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ଏହା ତୁମ୍ଭେମାନେ ଦେଖୁଅଛ; ଆସ, ଆମ୍ଭେମାନେ ଯେପରି ଆଉ ନିନ୍ଦାର ପାତ୍ର ନୋହିବା, ଏଥିପାଇଁ ଯିରୂଶାଲମର ପ୍ରାଚୀର ନିର୍ମାଣ କରୁ।” Gade chapit laପବିତ୍ର ବାଇବଲ (Re-edited) - (BSI)17 ଏଉତ୍ତାରେ ମୁଁ ସେମାନଙ୍କୁ କହିଲି, ଆମ୍ଭେମାନେ କିପ୍ରକାର ମନ୍ଦ ଅବସ୍ଥାରେ ଅଛୁ, ଯିରୂଶାଲମ କିପରି ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ଵାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ଏହା ତୁମ୍ଭେମାନେ ଦେଖୁଅଛ; ଆସ, ଆମ୍ଭେମାନେ ଯେପରି ଆଉ ନିନ୍ଦାପାତ୍ର ନୋହିବା, ଏଥିପାଇଁ ଯିରୂଶାଲମର ପ୍ରାଚୀର ନିର୍ମାଣ କରୁ। Gade chapit laଓଡିଆ ବାଇବେଲ17 ଏହାପରେ ମୁଁ ସେମାନଙ୍କୁ କହିଲି, “ଆମ୍ଭେମାନେ କିପ୍ରକାର ମନ୍ଦ ଅବସ୍ଥାରେ ଅଛୁ, ଯିରୂଶାଲମ କିପରି ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ଏହା ତୁମ୍ଭେମାନେ ଦେଖୁଅଛ; ଆସ, ଆମ୍ଭେମାନେ ଯେପରି ଆଉ ନିନ୍ଦାର ପାତ୍ର ନୋହିବା, ଏଥିପାଇଁ ଯିରୂଶାଲମର ପ୍ରାଚୀର ନିର୍ମାଣ କରୁ।” Gade chapit laପବିତ୍ର ବାଇବଲ17 ଏହା ପରେ ମୁଁ ସେମାନଙ୍କୁ କହିଲି, “ତୁମ୍ଭେମାନେ ଦେଖି ପାରୁଛ ଆମ୍ଭେମାନେ ଖରାପ ଅବସ୍ଥାରେ ଅଛୁ। ଯିରୁଶାଲମ କିପରି ଉଜାଡ଼ ହୋଇ ପଡ଼ିଛି ଏବଂ ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି। ନିନ୍ଦିତ ନ ହେବା ଆସ, ଆସ ପୁଣି ଥରେ ଯିରୁଶାଲମର ପ୍ରାଚୀରକୁ ପୁନଃନିର୍ମାଣ କରିବା।” Gade chapit la |
କାରଣ ଆମ୍ଭେମାନେ ବନ୍ଦୀ ଲୋକ ଅଟୁ। ତଥାପି ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ପରିତ୍ୟାଗ କରି ନାହାନ୍ତି, ମାତ୍ର ଆମ୍ଭମାନଙ୍କୁ ଆଶ୍ୱାସ ଦେବା ପାଇଁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସ୍ଥାପନ କରିବା ପାଇଁ ଓ ତହିଁର ଭଗ୍ନ ସ୍ଥାନ ପୁନଃନିର୍ମାଣ କରିବା ପାଇଁ, ପୁଣି ଯିହୁଦା ଓ ଯିରୂଶାଲମରେ ଆମ୍ଭମାନଙ୍କୁ ଏକ ପ୍ରାଚୀର ଦେବା ପାଇଁ ସେ ପାରସ୍ୟ ରାଜାଗଣ ଦୃଷ୍ଟିରେ ଆମ୍ଭମାନଙ୍କ ପ୍ରତି ଦୟା ପ୍ରକାଶ କରିଅଛନ୍ତି।