ନିହିମୀୟା 2:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ମାତ୍ର ହୋରୋଣୀୟ ସନ୍ବଲ୍ଲଟ୍ ଓ ଅମ୍ମୋନୀୟ ଦାସ ଟୋବୀୟ ଓ ଆରବୀୟ ଗେଶମ୍ ଏହା ଶୁଣି ଆମ୍ଭମାନଙ୍କୁ ପରିହାସ ଓ ତୁଚ୍ଛ କରି କହିଲେ, “ତୁମ୍ଭେମାନେ ଏ କି କାର୍ଯ୍ୟ କରୁଅଛ? ତୁମ୍ଭେମାନେ କି ରାଜଦ୍ରୋହ କରିବ?” Gade chapit laପବିତ୍ର ବାଇବଲ (Re-edited) - (BSI)19 ମାତ୍ର ହୋରୋଣୀୟ ସନ୍ବଲ୍ଲଟ୍ ଓ ଅମ୍ମୋନୀୟ ଦାସ ଟୋବୀୟ ଓ ଆରବୀୟ ଗେଶମ୍ ଏହା ଶୁଣି ଆମ୍ଭମାନଙ୍କୁ ପରିହାସ ଓ ତୁଚ୍ଛ କରି କହିଲେ, ତୁମ୍ଭେମାନେ ଏ କି କାର୍ଯ୍ୟ କରୁଅଛ? ତୁମ୍ଭେମାନେ କି ରାଜଦ୍ରୋହ କରିବ? Gade chapit laଓଡିଆ ବାଇବେଲ19 ମାତ୍ର ହୋରୋଣୀୟ ସନ୍ବଲ୍ଲଟ୍ ଓ ଅମ୍ମୋନୀୟ ଦାସ ଟୋବୀୟ ଓ ଆରବୀୟ ଗେଶମ୍ ଏହା ଶୁଣି ଆମ୍ଭମାନଙ୍କୁ ପରିହାସ ଓ ତୁଚ୍ଛ କରି କହିଲେ, “ତୁମ୍ଭେମାନେ ଏ କି କାର୍ଯ୍ୟ କରୁଅଛ ? ତୁମ୍ଭେମାନେ କି ରାଜଦ୍ରୋହ କରିବ ?” Gade chapit laପବିତ୍ର ବାଇବଲ19 କିନ୍ତୁ ହୋରୋଣୀୟ ସନ୍ବଲ୍ଲଟ୍ ଓ ଅମ୍ମୋନୀୟ ଟୋବିୟ ଓ ଆରବୀୟ ଗେଶମ ଏହା ଶୁଣି ଆମ୍ଭମାନଙ୍କୁ ପରିହାସ କଲେ ଓ ଘୃଣା କଲେ। ସେମାନେ କହିଲେ, ତୁମ୍ଭେମାନେ କ’ଣ ଏ କି କାର୍ଯ୍ୟ କରୁଅଛ? “ତୁମ୍ଭେମାନେ କ’ଣ ରାଜଦ୍ରୋହ କରୁଅଛ?” Gade chapit la |
ଏଥିଉତ୍ତାରେ ଇଶ୍ମାୟେଲ, ମିସ୍ପାରେ ଅବଶିଷ୍ଟ ଥିବା ସମସ୍ତ ଲୋକଙ୍କୁ, ଅର୍ଥାତ୍, ସମସ୍ତ ରାଜକନ୍ୟାଗଣକୁ ଓ ମିସ୍ପାରେ ଅବଶିଷ୍ଟ ଥିବା ଯେସମସ୍ତ ଲୋକଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଅହୀକାମ୍ର ପୁତ୍ର ଗଦଲୀୟ ହସ୍ତରେ ସମର୍ପଣ କରିଥିଲା, ସେମାନଙ୍କୁ ବନ୍ଦୀ କରି ନେଇଗଲା; ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ବନ୍ଦୀ କରି ଅମ୍ମୋନ-ସନ୍ତାନଗଣର ନିକଟକୁ ଯିବା ପାଇଁ ପ୍ରସ୍ଥାନ କଲା।