ନିହିମୀୟା 2:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତେବେ ମୁଁ ଉତ୍ତର କରି ସେମାନଙ୍କୁ କହିଲି, “ଯେ ସ୍ୱର୍ଗସ୍ଥ ପରମେଶ୍ୱର, ସେ ଆମ୍ଭମାନଙ୍କ କାର୍ଯ୍ୟ ସିଦ୍ଧ କରିବେ; ଆମ୍ଭେମାନେ ତାହାଙ୍କର ଦାସ ଏଥିପାଇଁ ଉଠି ନିର୍ମାଣ କରିବୁ; ମାତ୍ର ଯିରୂଶାଲମରେ ତୁମ୍ଭମାନଙ୍କର କୌଣସି ଅଂଶ କି ଅଧିକାର କି ସ୍ମୃତିଚିହ୍ନ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)20 ତେବେ ମୁଁ ଉତ୍ତର କରି ସେମାନଙ୍କୁ କହିଲି, ଯେ ସ୍ଵର୍ଗସ୍ଥ ପରମେଶ୍ଵର, ସେ ଆମ୍ଭମାନଙ୍କ କାର୍ଯ୍ୟ ସିଦ୍ଧ କରିବେ; ଏଥିପାଇଁ ତାହାଙ୍କର ଦାସ ଆମ୍ଭେମାନେ ଉଠି ନିର୍ମାଣ କରିବୁ; ମାତ୍ର ଯିରୂଶାଲମରେ ତୁମ୍ଭମାନଙ୍କର କୌଣସି ଅଂଶ କି ଅଧିକାର କି ସ୍ମୃତିଚିହ୍ନ ନାହିଁ। Gade chapit laଓଡିଆ ବାଇବେଲ20 ତେବେ ମୁଁ ଉତ୍ତର କରି ସେମାନଙ୍କୁ କହିଲି, “ଯେ ସ୍ୱର୍ଗସ୍ଥ ପରମେଶ୍ୱର, ସେ ଆମ୍ଭମାନଙ୍କ କାର୍ଯ୍ୟ ସିଦ୍ଧ କରିବେ; ଆମ୍ଭେମାନେ ତାହାଙ୍କର ଦାସ ଏଥିପାଇଁ ଉଠି ନିର୍ମାଣ କରିବୁ; ମାତ୍ର ଯିରୂଶାଲମରେ ତୁମ୍ଭମାନଙ୍କର କୌଣସି ଅଂଶ କି ଅଧିକାର କି ସ୍ମୃତିଚିହ୍ନ ନାହିଁ।” Gade chapit laପବିତ୍ର ବାଇବଲ20 କିନ୍ତୁ ମୁଁ ଏହିପରି କହିଲି, “ସ୍ୱର୍ଗସ୍ଥ ପରମେଶ୍ୱର ଆମ୍ଭର କାର୍ଯ୍ୟ ସିଦ୍ଧ କରିବେ। ଆମ୍ଭେ ହେଉଛୁ ପରମେଶ୍ୱରଙ୍କ ଦାସ। ଆମ୍ଭେମାନେ ଏହି ନଗରକୁ ପୁନଃନିର୍ମାଣ କରିବୁ। କିନ୍ତୁ ଯିରୁଶାଲମରେ ତୁମ୍ଭର କିଛି କାର୍ଯ୍ୟ ନାହିଁ।” Gade chapit la |
ମାତ୍ର ଯିରୁବ୍ବାବିଲ୍ ଓ ଯେଶୂୟ ଓ ଇସ୍ରାଏଲର ଅନ୍ୟ ପିତୃବଂଶର ପ୍ରଧାନମାନେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବା ବିଷୟରେ ଆମ୍ଭମାନଙ୍କ ସଙ୍ଗେ ତୁମ୍ଭମାନଙ୍କର କୌଣସି ସମ୍ପର୍କ ନାହିଁ; ମାତ୍ର ଆମ୍ଭମାନଙ୍କ ପ୍ରତି ପାରସ୍ୟ ରାଜା କୋରସ୍ ରାଜାଙ୍କ ଆଜ୍ଞା ପ୍ରମାଣେ ଆମ୍ଭେମାନେ ଆପେ ଏକତ୍ରିତ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମାଣ କରିବା।”
“ବିନା ଡାକରାରେ ପୁରୁଷ କି ସ୍ତ୍ରୀ ଯେକେହି ଭିତର ପ୍ରାଙ୍ଗଣକୁ ରାଜାଙ୍କ ନିକଟକୁ ଯାଏ, ତାହାର ପ୍ରାଣଦଣ୍ଡ ହେବାର ଏକମାତ୍ର ଆଜ୍ଞା ଅଛି, କେବଳ ଯାହା ପ୍ରତି ରାଜା ସ୍ୱର୍ଣ୍ଣମୟ ରାଜଦଣ୍ଡ ବଢ଼ାନ୍ତି, ସେହି ବଞ୍ଚେ, ଏହା ରାଜାଙ୍କର ସବୁ ଦାସ ଓ ରାଜାଙ୍କର ସବୁ ପ୍ରଦେଶସ୍ଥ ଲୋକ ଜାଣନ୍ତି; ମାତ୍ର ଆଜକୁ ତିରିଶ ଦିନ ହେଲା ମୁଁ ରାଜାଙ୍କ ନିକଟକୁ ଯିବା ପାଇଁ ଡାକରା ପାଇ ନାହିଁ।”