ନିହିମୀୟା 2:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିରେ ରାଜା ମୋତେ କହିଲେ, “ତେବେ ତୁମ୍ଭେ କି ବିଷୟରେ ନିବେଦନ କରୁଅଛ?” ତହୁଁ ମୁଁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲି। Gade chapit laପବିତ୍ର ବାଇବଲ (Re-edited) - (BSI)4 ଏଥିରେ ରାଜା ମୋତେ କହିଲେ, ତେବେ ତୁମ୍ଭେ କି ବିଷୟରେ ନିବେଦନ କରୁଅଛ? ତହୁଁ ମୁଁ ସ୍ଵର୍ଗସ୍ଥ ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କଲି। Gade chapit laଓଡିଆ ବାଇବେଲ4 ଏଥିରେ ରାଜା ମୋତେ କହିଲେ, “ତେବେ ତୁମ୍ଭେ କି ବିଷୟରେ ନିବେଦନ କରୁଅଛ ?” ତହୁଁ ମୁଁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲି। Gade chapit laପବିତ୍ର ବାଇବଲ4 ଏହା ପରେ ରାଜା ମୋତେ କହିଲେ, “ମୋ’ ନିକଟରୁ କ’ଣ ସାହାଯ୍ୟ ତୁମ୍ଭେ ଗ୍ଭହଁ?” ମୁଁ ଉତ୍ତର ଦେବା ପୂର୍ବରୁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କୁ ପ୍ରାର୍ଥନା କଲି। Gade chapit la |
ହେ ପ୍ରଭୋ, ବିନୟ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ଭୟ କରିବାକୁ ଆନନ୍ଦ କରନ୍ତି, ଏପରି ତୁମ୍ଭ ଦାସର ପ୍ରାର୍ଥନା ଓ ତୁମ୍ଭ ଦାସମାନଙ୍କ ପ୍ରାର୍ଥନା ପ୍ରତି ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ହେଉ; ଆଉ, ପ୍ରାର୍ଥନା କରୁଅଛି, ଆଜି ଆପଣା ଦାସର କାର୍ଯ୍ୟ ସିଦ୍ଧ କର, ପୁଣି ଏହି ବ୍ୟକ୍ତିର ଦୃଷ୍ଟିରେ ତାହାକୁ ଦୟାପ୍ରାପ୍ତ ହେବାକୁ ଦିଅ।” ଏସମୟରେ ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।