ନିହିମୀୟା 2:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ମୁଁ ରାଜାଙ୍କୁ କହିଲି, “ଯେବେ ମହାରାଜଙ୍କର ସନ୍ତୋଷ ହୁଏ ଓ ଆପଣଙ୍କ ଦାସ ଯେବେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ଯିହୁଦା ଦେଶକୁ, ମୋହର ପିତୃଲୋକଙ୍କ କବର-ନଗରକୁ ମୋତେ ପଠାଇବା ପାଇଁ ଆଜ୍ଞା କରନ୍ତୁ, ତହିଁରେ ମୁଁ ତାହା ନିର୍ମାଣ କରିବି।” Gade chapit laପବିତ୍ର ବାଇବଲ (Re-edited) - (BSI)5 ପୁଣି, ମୁଁ ରାଜାଙ୍କୁ କହିଲି, ଯେବେ ମହାରାଜଙ୍କର ସନ୍ତୋଷ ହୁଏ ଓ ଆପଣଙ୍କ ଦାସ ଯେବେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ଯିହୁଦା ଦେଶକୁ, ମୋହର ପିତୃଲୋକଙ୍କ କବର-ନଗରକୁ ମୋତେ ପଠାଇବା ପାଇଁ ଆଜ୍ଞା କରନ୍ତୁ, ତହିଁରେ ମୁଁ ତାହା ନିର୍ମାଣ କରିବି। Gade chapit laଓଡିଆ ବାଇବେଲ5 ପୁଣି, ମୁଁ ରାଜାଙ୍କୁ କହିଲି, “ଯେବେ ମହାରାଜଙ୍କର ସନ୍ତୋଷ ହୁଏ ଓ ଆପଣଙ୍କ ଦାସ ଯେବେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ଯିହୁଦା ଦେଶକୁ, ମୋହର ପିତୃଲୋକଙ୍କ କବର-ନଗରକୁ ମୋତେ ପଠାଇବା ପାଇଁ ଆଜ୍ଞା କରନ୍ତୁ, ତହିଁରେ ମୁଁ ତାହା ନିର୍ମାଣ କରିବି।” Gade chapit laପବିତ୍ର ବାଇବଲ5 ଏହା ପରେ ମୁଁ ରାଜାଙ୍କୁ ଉତ୍ତର ଦେଲି, “ଯଦି ମହାରାଜାଙ୍କର ସନ୍ତୋଷ ହୁଏ ଓ ଆପଣଙ୍କ ଦାସ ଯେବେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ଯିହୁଦା ଦେଶକୁ ମୋର ପିତୃ ଲୋକଙ୍କ କବର ନଗରକୁ ମୋତେ ପଠାଇବାକୁ ଆଜ୍ଞା କରନ୍ତୁ। ମୁଁ ସେଠାକୁ ଯିବାକୁ ଗ୍ଭହେଁ। ଏବଂ ସେଠାରେ ମୁଁ ନଗର ପୁନର୍ବାର ପ୍ରତିଷ୍ଠା କରିବାକୁ ଗ୍ଭହେଁ।” Gade chapit la |