ନିହିମୀୟା 2:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆହୁରି, ମୁଁ ରାଜାଙ୍କୁ କହିଲି, “ଯେବେ ମହାରାଜଙ୍କର ସନ୍ତୋଷ ହୁଏ, ତେବେ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷମାନେ ଯେପରି ଯିହୁଦା ଦେଶରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯାତ୍ରା କରିବା ପାଇଁ ମୋତେ ଛାଡ଼ି ଦିଅନ୍ତି, ଏଥିପାଇଁ ସେମାନଙ୍କ ନିକଟକୁ ମୋତେ ପତ୍ର ଦିଆଯାଉ; Gade chapit laପବିତ୍ର ବାଇବଲ (Re-edited) - (BSI)7 ଆହୁରି, ମୁଁ ରାଜାଙ୍କୁ କହିଲି, ଯେବେ ମହାରାଜଙ୍କର ସନ୍ତୋଷ ହୁଏ, ତେବେ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ-ମାନେ ଯେପରି ଯିହୁଦା ଦେଶରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯାତ୍ରା କରିବା ପାଇଁ ମୋତେ ଛାଡ଼ି ଦିଅନ୍ତି, ଏଥିପାଇଁ ସେମାନଙ୍କ ନିକଟକୁ ମୋତେ ପତ୍ର ଦିଆଯାଉ; Gade chapit laଓଡିଆ ବାଇବେଲ7 ଆହୁରି, ମୁଁ ରାଜାଙ୍କୁ କହିଲି, “ଯେବେ ମହାରାଜଙ୍କର ସନ୍ତୋଷ ହୁଏ, ତେବେ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷମାନେ ଯେପରି ଯିହୁଦା ଦେଶରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯାତ୍ରା କରିବା ପାଇଁ ମୋତେ ଛାଡ଼ି ଦିଅନ୍ତି, ଏଥିପାଇଁ ସେମାନଙ୍କ ନିକଟକୁ ମୋତେ ପତ୍ର ଦିଆଯାଉ; Gade chapit laପବିତ୍ର ବାଇବଲ7 ମୁଁ ମଧ୍ୟ ରାଜାଙ୍କୁ କହିଲି, “ଯଦି ମହାରାଜାଙ୍କର ସନ୍ତୋଷ ହୁଏ, ତେବେ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷମାନେ ଯେପରି ଯିହୁଦା ଦେଶରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯାତ୍ରା କରିବା ପାଇଁ ମୋତେ ଛାଡ଼ିଦିଅନ୍ତି ଏଥିପାଇଁ ସେମାନଙ୍କ ନିକଟକୁ ମୋ’ ହାତରେ ପତ୍ର ପଠାନ୍ତୁ। Gade chapit la |
କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କର ସାହାଯ୍ୟ କରଣାର୍ଥେ ରାଜାଙ୍କୁ ଏକ ଦଳ ସୈନ୍ୟ ଓ ଅଶ୍ୱାରୂଢ଼ ମାଗିବାକୁ ଆମ୍ଭର ଲଜ୍ଜାବୋଧ ହେଲା; “ଯେହେତୁ ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରନ୍ତି, ସେସମସ୍ତଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କ ପ୍ରତି ତାହାଙ୍କ ହସ୍ତର ସହାୟତା ଅଛି; ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତଙ୍କ ପ୍ରତିକୂଳରେ ତାହାଙ୍କର ପରାକ୍ରମ ଓ କୋପ ଅଛି।” ଏହି କଥା ଆମ୍ଭେମାନେ ରାଜାଙ୍କୁ କହିଥିଲୁ।