Biblia Todo Logo
Bib sou entènèt

- Piblisite -




ନିହିମୀୟା 3:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ, ସେମାନଙ୍କ ନିକଟରେ ହରୁମଫର ପୁତ୍ର ଯିଦାୟ ଆପଣା ଗୃହ ସମ୍ମୁଖରେ ମରାମତି କଲା। ତାହା ନିକଟରେ ହଶ୍‍ବନୀୟର ପୁତ୍ର ହଟୂଶ୍‍ ମରାମତି କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆଉ, ସେମାନଙ୍କ ନିକଟରେ ହରୁମଫର ପୁତ୍ର ଯିଦାୟ ଆପଣା ଗୃହ ସମ୍ମୁଖରେ ଜୀର୍ଣ୍ଣସଂସ୍କାର କଲା। ତାହା ନିକଟରେ ହଶ୍ବନୀୟର ପୁତ୍ର ହଟୂଶ୍ ଜୀର୍ଣ୍ଣସଂସ୍କାର କଲା।

Gade chapit la Kopi

ଓଡିଆ ବାଇବେଲ

10 ଆଉ, ସେମାନଙ୍କ ନିକଟରେ ହରୁମଫର ପୁତ୍ର ଯିଦାୟ ଆପଣା ଗୃହ ସମ୍ମୁଖରେ ମରାମତି କଲା। ତାହା ନିକଟରେ ହଶ୍‍ବନୀୟର ପୁତ୍ର ହଟୂଶ୍‍ ମରାମତି କଲା।

Gade chapit la Kopi

ପବିତ୍ର ବାଇବଲ

10 ହରୁମଫର ପୁତ୍ର ଯିଦାୟ ଆପଣା ଗୃହ ସମ୍ମୁଖରେ ପ୍ରାଚୀର ଗଠନ କଲା। ତା’ ନିକଟକୁ ହ‌ଶ୍‌ବନିୟର ପୁତ୍ର ହଟୂଶ୍ ପ୍ରାଚୀର ଗଠନ କଲା।

Gade chapit la Kopi




ନିହିମୀୟା 3:10
7 Referans Kwoze  

ହଟୂଶ୍‍, ଶବନୀୟ, ମଲ୍ଲୂକ;


ସେମାନଙ୍କ ଉତ୍ତାରେ ବିନ୍ୟାମୀନ୍ ଓ ହଶୂବ ଆପଣାମାନଙ୍କ ଗୃହ ସମ୍ମୁଖରେ ମରାମତି କଲେ। ସେମାନଙ୍କ ଉତ୍ତାରେ ଅନନୀୟର ପୌତ୍ର ମାସେୟର ପୁତ୍ର ଅସରୀୟ ଆପଣା ଗୃହ ନିକଟରେ ମରାମତି କଲା।


ସେମାନଙ୍କ ନିକଟରେ ଯିରୂଶାଲମସ୍ଥ ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହୂରର ପୁତ୍ର ରଫାୟ ମରାମତି କଲା।


ହାରୀମ୍‍‍ର ପୁତ୍ର ମଲ୍‍କୀୟ ଓ ପହତ୍‍-ମୋୟାବର ପୁତ୍ର ହଶୂବ ଅନ୍ୟ ଏକ ଅଂଶ ଓ ତୁନ୍ଦୁରୁ-ଦୁର୍ଗର ମରାମତି କଲେ।


ଯେଶୂୟ ଓ କଦ୍‍ମୀୟେଲ, ବାନି, ହଶବନୀୟ, ଶେରେବୀୟ, ହୋଦୀୟ, ଶବନୀୟ ଓ ପଥାହୀୟ, ଓ ଲେବୀୟମାନେ କହିଲେ, “ଉଠ, ଅନାଦିକାଳରୁ ଅନନ୍ତକାଳସ୍ଥାୟୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଧନ୍ୟବାଦ କର; ପୁଣି, ସକଳ ଧନ୍ୟବାଦ ଓ ପ୍ରଶଂସାରୁ ଉନ୍ନତ ତୁମ୍ଭ ପ୍ରତାପାନ୍ୱିତ ନାମ ଧନ୍ୟ ହେଉ।


ହାରୀମ୍‍, ମରେମୋତ୍‍, ଓବଦୀୟ;


Swiv nou:

Piblisite


Piblisite