Biblia Todo Logo
Bib sou entènèt

- Piblisite -




ନିହିମୀୟା 3:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ହାରୀମ୍‍‍ର ପୁତ୍ର ମଲ୍‍କୀୟ ଓ ପହତ୍‍-ମୋୟାବର ପୁତ୍ର ହଶୂବ ଅନ୍ୟ ଏକ ଅଂଶ ଓ ତୁନ୍ଦୁରୁ-ଦୁର୍ଗର ମରାମତି କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ହାରିମର ପୁତ୍ର ମଲ୍‍କୀୟ ଓ ପହତ୍-ମୋୟାବର ପୁତ୍ର ହଶୂବ୍ ଅନ୍ୟ ଏକ ଅଂଶ ଓ ତୁନ୍ଦୁରୁ-ଦୁର୍ଗର ଜୀର୍ଣ୍ଣସଂସ୍କାର କଲେ।

Gade chapit la Kopi

ଓଡିଆ ବାଇବେଲ

11 ହାରୀମର ପୁତ୍ର ମଲ୍‍କୀୟ ଓ ପହତ୍‍-ମୋୟାବର ପୁତ୍ର ହଶୂବ ଅନ୍ୟ ଏକ ଅଂଶ ଓ ତୁନ୍ଦୁରୁ-ଦୁର୍ଗର ମରାମତି କଲେ।

Gade chapit la Kopi

ପବିତ୍ର ବାଇବଲ

11 ହାରିମର ପୁତ୍ର ମ‌‌‌‌ଲ୍‌‌‌‌‌‌‌କିୟ ଓ ପହତ୍-ମୋୟାବର ପୁତ୍ର ହଶୂବ୍ ଅନ୍ୟ ଏକ ଅଂଶ ଓ ତୁନ୍ଦୁରୁ-ଦୁର୍ଗ ଗଠନ କଲା।

Gade chapit la Kopi




ନିହିମୀୟା 3:11
10 Referans Kwoze  

ପୁଣି, ସେମାନଙ୍କର ଅନ୍ୟ ଯେଉଁ ଦଳ ଧନ୍ୟବାଦ ଉତ୍ସର୍ଗ କଲେ, ସେମାନେ ସେମାନଙ୍କୁ ସାକ୍ଷାତ କରିବାକୁ ଗଲେ, ଆଉ ଆମ୍ଭେ ଓ ଲୋକମାନଙ୍କର ଅର୍ଦ୍ଧେକ ସେମାନଙ୍କ ପଛେ ପଛେ ପ୍ରାଚୀର ଉପରେ ତୁନ୍ଦୁରୁ-ଦୁର୍ଗ ଦେଇ ପ୍ରଶସ୍ତ ପ୍ରାଚୀର ପର୍ଯ୍ୟନ୍ତ ଗଲୁ;


ଯେଶୂୟ ଓ ଯୋୟାବର ସନ୍ତାନମାନଙ୍କ ମଧ୍ୟରୁ ପହତ୍‍-ମୋୟାବର ସନ୍ତାନ ଦୁଇ ହଜାର ଆଠ ଶହ ବାର ଜଣ।


ଲୋକମାନଙ୍କର ପ୍ରଧାନବର୍ଗ, ଯଥା, ପରିୟୋଶ, ପହତ୍‍-ମୋୟାବ, ଏଲମ୍‍; ସତ୍ତୂ, ବାନି;


ହାରୀମ୍‍, ମରେମୋତ୍‍, ଓବଦୀୟ;


ଯେଶୂୟ ଓ ଯୋୟାବର ସନ୍ତାନଗଣ ମଧ୍ୟରୁ ପହତ୍‍-ମୋୟାବର ସନ୍ତାନ ଦୁଇ ହଜାର ଆଠ ଶହ ଅଠର ଜଣ।


ପହତ୍‍-ମୋୟାବର ସନ୍ତାନଗଣ ମଧ୍ୟରୁ ସରହୀୟର ପୁତ୍ର ଇଲୀହୋଐନୟ ଓ ତାହା ସଙ୍ଗେ ଦୁଇ ଶହ ପୁରୁଷ।


ଆଉ, ହାରୀମ୍‍‍ର ସନ୍ତାନଗଣ ମଧ୍ୟରୁ ଇଲୀୟେଜର, ଯିଶୀୟ, ମଲ୍‍କୀୟ, ଶମୟୀୟ, ଶିମୀୟୋନ;


ଆଉ, ସେମାନଙ୍କ ନିକଟରେ ହରୁମଫର ପୁତ୍ର ଯିଦାୟ ଆପଣା ଗୃହ ସମ୍ମୁଖରେ ମରାମତି କଲା। ତାହା ନିକଟରେ ହଶ୍‍ବନୀୟର ପୁତ୍ର ହଟୂଶ୍‍ ମରାମତି କଲା।


ସିୟୋନକୁ ପ୍ରଦକ୍ଷିଣ କର ଓ ତାହାର ଚତୁର୍ଦ୍ଦିଗରେ ଭ୍ରମଣ କର; ତହିଁର ଦୁର୍ଗସବୁ ଗଣନା କର।


ହାରୀମ୍‍‍ର ସନ୍ତାନ ତିନି ଶହ କୋଡ଼ିଏ ଜଣ।


Swiv nou:

Piblisite


Piblisite