ନିହିମୀୟା 3:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତାହା ନିକଟରେ ବେଥ୍-ସୁର ଜିଲ୍ଲାର ଅର୍ଦ୍ଧଭାଗର ଅଧ୍ୟକ୍ଷ ଅସ୍ବୂକର ପୁତ୍ର ନିହିମୀୟା ଦାଉଦଙ୍କର କବର ସମ୍ମୁଖ ପର୍ଯ୍ୟନ୍ତ ଓ ନିର୍ମିତ ପୁଷ୍କରିଣୀ ପର୍ଯ୍ୟନ୍ତ ଓ ବୀରମାନଙ୍କ ଗୃହ ପର୍ଯ୍ୟନ୍ତ ମରାମତି କଲା। Gade chapit laପବିତ୍ର ବାଇବଲ (Re-edited) - (BSI)16 ତାହା ନିକଟରେ ବୈଥ୍ସୂର ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ଅସ୍ବୂକର ପୁତ୍ର ନିହିମୀୟା ଦାଉଦଙ୍କର କବର ସମ୍ମୁଖ ପର୍ଯ୍ୟନ୍ତ ଓ ନିର୍ମିତ ପୁଷ୍କରିଣୀ ପର୍ଯ୍ୟନ୍ତ ଓ ବୀରମାନଙ୍କ ଗୃହ ପର୍ଯ୍ୟନ୍ତ ଜୀର୍ଣ୍ଣସଂସ୍କାର କଲା। Gade chapit laଓଡିଆ ବାଇବେଲ16 ତାହା ନିକଟରେ ବେଥ୍-ସୁର ଜିଲ୍ଲାର ଅର୍ଦ୍ଧଭାଗର ଅଧ୍ୟକ୍ଷ ଅସ୍ବୂକର ପୁତ୍ର ନିହିମୀୟା ଦାଉଦଙ୍କର କବର ସମ୍ମୁଖ ପର୍ଯ୍ୟନ୍ତ ଓ ନିର୍ମିତ ପୁଷ୍କରିଣୀ ପର୍ଯ୍ୟନ୍ତ ଓ ବୀରମାନଙ୍କ ଗୃହ ପର୍ଯ୍ୟନ୍ତ ମରାମତି କଲା। Gade chapit laପବିତ୍ର ବାଇବଲ16 ବୈଥ୍ସୂର ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ଅସ୍ବୂକର ପୁତ୍ର ନିହିମିୟା ଦାଉଦଙ୍କର କବର ସମ୍ମୁଖ ପର୍ଯ୍ୟନ୍ତ ଓ ମନୁଷ୍ୟକୃତ ପୁଷ୍କରିଣୀ ପର୍ଯ୍ୟନ୍ତ ଓ ବୀରମାନଙ୍କ ଗୃହ ପର୍ଯ୍ୟନ୍ତ ମରାମତି କଲେ। Gade chapit la |