ନିହିମୀୟା 3:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତାହା ନିକଟରେ ସବ୍ବୟର ପୁତ୍ର ବାରୂକ ଯତ୍ନ କରି ପ୍ରାଚୀରର ବାଙ୍କଠାରୁ ଇଲୀୟାଶୀବ ମହାଯାଜକର ଗୃହଦ୍ୱାର ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା। Gade chapit laପବିତ୍ର ବାଇବଲ (Re-edited) - (BSI)20 ତାହା ନିକଟରେ ସବ୍ବୟର ପୁତ୍ର ବାରୁକ୍ ଯନି କରି ପ୍ରାଚୀରର ବାଙ୍କଠାରୁ ଇଲିୟାଶୀବ୍ ମହାଯାଜକର ଗୃହଦ୍ଵାର ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ଜୀର୍ଣ୍ଣସଂସ୍କାର କଲା। Gade chapit laଓଡିଆ ବାଇବେଲ20 ତାହା ନିକଟରେ ସବ୍ବୟର ପୁତ୍ର ବାରୁକ୍ ଯତ୍ନ କରି ପ୍ରାଚୀରର ବାଙ୍କଠାରୁ ଇଲୀୟାଶୀବ ମହାଯାଜକର ଗୃହଦ୍ୱାର ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା। Gade chapit laପବିତ୍ର ବାଇବଲ20 ତା'ର ନିକଟକୁ ସବ୍ବୟର ପୁତ୍ର ବାରୁକ୍ ଯତ୍ନ କରି ପ୍ରାଚୀରର ବାଙ୍କଠାରୁ ଇଲିୟାଶୀବ୍ ମହାଯାଜକର ଗୃହଦ୍ୱାର ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ଭଗ୍ନ ଅଂଶ ଗଠନ କଲେ। Gade chapit la |