Biblia Todo Logo
Bib sou entènèt

- Piblisite -




ନିହିମୀୟା 3:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତତ୍ପରେ ହକ୍କୋସ୍‍ର ପୌତ୍ର ଊରୀୟର ପୁତ୍ର ମରେମୋତ୍‍ ଇଲିୟାଶୀବ୍‍ର ଗୃହ ଦ୍ୱାରଠାରୁ ଇଲୀୟାଶୀବର ଗୃହପ୍ରାନ୍ତ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତାହା ଉତ୍ତାରେ ହକକୋସର ପୌତ୍ର ଊରୀୟର ପୁତ୍ର ମରେମୋତ୍ ଇଲିୟାଶୀବର ଗୃହଦ୍ଵାରଠାରୁ ଇଲୀୟାଶୀବର ଗୃହପ୍ରା; ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ଜୀର୍ଣ୍ଣସଂସ୍କାର କଲା।

Gade chapit la Kopi

ଓଡିଆ ବାଇବେଲ

21 ତତ୍ପରେ ହକ୍କୋସ୍‍ର ପୌତ୍ର ଊରୀୟର ପୁତ୍ର ମରେମୋତ୍‍ ଇଲିୟାଶୀବର ଗୃହ ଦ୍ୱାରଠାରୁ ଇଲୀୟାଶୀବର ଗୃହପ୍ରାନ୍ତ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା।

Gade chapit la Kopi

ପବିତ୍ର ବାଇବଲ

21 ତା'ପରକୁ ହ‌କ୍‌କୋସର ପୌତ୍ର ଊରିୟର ପୁତ୍ର ମରେମୋତ୍ ଇଲିୟାଶୀବର ଗୃହଦ୍ୱାରଠାରୁ ଇଲିୟାଶୀବର ଗୃହ ପ୍ରାନ୍ତ ପର୍ଯ୍ୟନ୍ତ ଅନ୍ୟ ଏକ ଭଗ୍ନ ଅଂଶ ଗଠନ କଲେ।

Gade chapit la Kopi




ନିହିମୀୟା 3:21
8 Referans Kwoze  

ଯାଜକମାନଙ୍କ ମଧ୍ୟରୁ ହବାୟର ସନ୍ତାନଗଣ, ହକ୍କୋସ୍‍ର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲୀୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା।


ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ହବାୟର ସନ୍ତାନଗଣ, ହକ୍କୋସ୍‍ର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲୀୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା।


ପୁଣି, ହକ୍କୋସ୍‍ ଆନୂବକୁ, ସୋବେବାକୁ ଓ ହାରୁମ୍‍ର ପୁତ୍ର ଅହହେଲର ଗୋଷ୍ଠୀକୁ ଜାତ କଲା।


ତହୁଁ ଚତୁର୍ଥ ଦିନ ସେହି ରୂପା ଓ ସୁନା ଓ ପାତ୍ରସକଳ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରେ ତୌଲା ଯାଇ ଊରୀୟ ଯାଜକର ପୁତ୍ର ମରେମୋତ୍‍ ହସ୍ତରେ ଦିଆଗଲା; ତାହା ସଙ୍ଗେ ପୀନହସ୍‍ର ପୁତ୍ର ଇଲୀୟାସର ଥିଲା; ଆଉ, ସେମାନଙ୍କ ସଙ୍ଗେ ଯେଶୂୟର ପୁତ୍ର ଯୋଷାବଦ୍‍ ଓ ବିନ୍ନୁୟିର ପୁତ୍ର ନୋୟଦୀୟ, ଏହି ଲେବୀୟମାନେ ଥିଲେ;


ତାହା ନିକଟରେ ସବ୍ବୟର ପୁତ୍ର ବାରୂକ ଯତ୍ନ କରି ପ୍ରାଚୀରର ବାଙ୍କଠାରୁ ଇଲୀୟାଶୀବ ମହାଯାଜକର ଗୃହଦ୍ୱାର ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା।


ପୁଣି, ପ୍ରାନ୍ତରବାସୀ ଯାଜକମାନେ ମରାମତି କଲେ।


ଏହାପରେ ଇଲୀୟାଶୀବ ମହାଯାଜକ ଓ ତାହାର ଯାଜକ ଭାଇମାନେ ଉଠି ମେଷଦ୍ୱାର ଗଢ଼ିଲେ; ସେମାନେ ତାହା ପବିତ୍ର କରି ତହିଁର କବାଟସବୁ ସ୍ଥାପନ କଲେ; ହମ୍ମେୟା ଦୁର୍ଗ ଓ ହନନେଲ ଦୁର୍ଗ ପର୍ଯ୍ୟନ୍ତ ସେମାନେ ପବିତ୍ର କଲେ।


ପୁଣି, ସେମାନଙ୍କ ନିକଟରେ ହକ୍କୋସ୍‍ର ପୌତ୍ର ଊରୀୟର ପୁତ୍ର ମରେମୋତ୍‍ ମରାମତି କଲା। ଆଉ, ସେମାନଙ୍କ ନିକଟରେ ମଶେଷବେଲ୍‍ର ପୌତ୍ର ବେରିଖୀୟର ପୁତ୍ର ମଶୁଲ୍ଲମ୍‍ ମରାମତି କଲା। ଆଉ, ସେମାନଙ୍କ ନିକଟରେ ବାନାର ପୁତ୍ର ସାଦୋକ ମରାମତି କଲା।


Swiv nou:

Piblisite


Piblisite