Biblia Todo Logo
Bib sou entènèt

- Piblisite -




ନିହିମୀୟା 3:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସେମାନଙ୍କ ଉତ୍ତାରେ ବିନ୍ୟାମୀନ୍ ଓ ହଶୂବ ଆପଣାମାନଙ୍କ ଗୃହ ସମ୍ମୁଖରେ ମରାମତି କଲେ। ସେମାନଙ୍କ ଉତ୍ତାରେ ଅନନୀୟର ପୌତ୍ର ମାସେୟର ପୁତ୍ର ଅସରୀୟ ଆପଣା ଗୃହ ନିକଟରେ ମରାମତି କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସେମାନଙ୍କ ଉତ୍ତାରେ ବିନ୍ୟାମୀନ୍ ଓ ହଶୂବ୍ ଆପଣାମାନଙ୍କ ଗୃହ ସମ୍ମୁଖରେ ଜୀର୍ଣ୍ଣସଂସ୍କାର କଲେ। ସେମାନଙ୍କ ଉତ୍ତାରେ ଅନନୀୟର ପୌତ୍ର ମାସେୟର ପୁତ୍ର ଅସରୀୟ ଆପଣା ଗୃହ ନିକଟରେ ଜୀର୍ଣ୍ଣସଂସ୍କାର କଲା।

Gade chapit la Kopi

ଓଡିଆ ବାଇବେଲ

23 ସେମାନଙ୍କ ଉତ୍ତାରେ ବିନ୍ୟାମୀନ୍ ଓ ହଶୂବ ଆପଣାମାନଙ୍କ ଗୃହ ସମ୍ମୁଖରେ ମରାମତି କଲେ। ସେମାନଙ୍କ ଉତ୍ତାରେ ଅନନୀୟାର ପୌତ୍ର ମାସେୟର ପୁତ୍ର ଅସରୀୟ ଆପଣା ଗୃହ ନିକଟରେ ମରାମତି କଲା।

Gade chapit la Kopi

ପବିତ୍ର ବାଇବଲ

23 ସେମାନଙ୍କ ପରେ ବିନ୍ୟାମୀନ ଓ ହଶୂବ୍ ସେମାନଙ୍କ ଆପଣାମାନଙ୍କ ଗୃହଗୁଡ଼ିକ ସମ୍ମୁଖରେ ଭଗ୍ନ ଅଂଶ ମରାମତି କଲେ। ସେମାନଙ୍କ ପରେ ଅନନିୟର ପୁତ୍ର ମାସେୟ, ମାସେୟର ପୁତ୍ର ଅସରିୟ ଆପଣା ଗୃହ ନିକଟରେ ଜୀର୍ଣ୍ଣ ପ୍ରାଚୀର ମରାମତି କଲେ।

Gade chapit la Kopi




ନିହିମୀୟା 3:23
7 Referans Kwoze  

ସରାୟ, ଅସରୀୟ, ଯିରିମୀୟ;


ଆହୁରି, ଯେଶୂୟ ଓ ବାନି ଓ ଶେରେବୀୟ, ଯାମୀନ୍‍, ଅକ୍କୂବ, ଶବ୍ବଥୟ, ହୋଦୀୟ, ମାସେୟ, କଲିଟ, ଅସରୀୟ, ଯୋଷାବଦ୍‍, ହାନନ୍‍, ପଲାୟ ଓ ଲେବୀୟମାନେ ଲୋକମାନଙ୍କୁ ବ୍ୟବସ୍ଥା ବୁଝାଇଦେଲେ; ଆଉ, ଲୋକମାନେ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ।


ଆଉ, ଏଜ୍ରା ଅଧ୍ୟାପକ ସେହି କାର୍ଯ୍ୟ ନିମନ୍ତେ ନିର୍ମିତ କାଠର ମଞ୍ଚ ଉପରେ ଠିଆ ହେଲେ; ଆଉ, ଦକ୍ଷିଣ ପାର୍ଶ୍ୱରେ ତାହା ନିକଟରେ ମତ୍ତଥୀୟ, ଶେମା, ଅନାୟ, ଊରୀୟ, ହିଲ୍‍କୀୟ ଓ ମାସେୟ ଠିଆ ହେଲେ; ପୁଣି, ତାହାର ବାମ ପାର୍ଶ୍ଵରେ ପଦାୟ, ମୀଶାୟେଲ, ମଲ୍‍କୀୟ, ହଶୂମ, ହଶ୍‍ବଦ୍ଦାନା, ଜିଖରୀୟ ଓ ମଶୁଲ୍ଲମ୍‍ ଠିଆ ହେଲେ।


ଆଉ, ସେମାନଙ୍କ ନିକଟରେ ହରୁମଫର ପୁତ୍ର ଯିଦାୟ ଆପଣା ଗୃହ ସମ୍ମୁଖରେ ମରାମତି କଲା। ତାହା ନିକଟରେ ହଶ୍‍ବନୀୟର ପୁତ୍ର ହଟୂଶ୍‍ ମରାମତି କଲା।


ପୁଣି, ପ୍ରାନ୍ତରବାସୀ ଯାଜକମାନେ ମରାମତି କଲେ।


ହେନାଦଦ୍‍ର ପୁତ୍ର ବିନ୍ନୁୟି ଅସରୀୟର ଗୃହଠାରୁ ପ୍ରାଚୀରର ବାଙ୍କ ଓ କୋଣ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା।


Swiv nou:

Piblisite


Piblisite