ନିହିମୀୟା 3:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ହେନାଦଦ୍ର ପୁତ୍ର ବିନ୍ନୁୟି ଅସରୀୟର ଗୃହଠାରୁ ପ୍ରାଚୀରର ବାଙ୍କ ଓ କୋଣ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା। Gade chapit laପବିତ୍ର ବାଇବଲ (Re-edited) - (BSI)24 ତାହା ଉତ୍ତାରେ ହେନାଦଦ୍ର ପୁତ୍ର ବିନ୍ନୁୟି ଅସରୀୟର ଗୃହଠାରୁ ପ୍ରାଚୀରର ବାଙ୍କ ଓ କୋଣ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ଜୀର୍ଣ୍ଣସଂସ୍କାର କଲା। Gade chapit laଓଡିଆ ବାଇବେଲ24 ହେନାଦଦ୍ର ପୁତ୍ର ବିନ୍ନୁୟି ଅସରୀୟର ଗୃହଠାରୁ ପ୍ରାଚୀରର ବାଙ୍କ ଓ କୋଣ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା। Gade chapit laପବିତ୍ର ବାଇବଲ24 ତା'ପରକୁ ହେନାଦଦର ପୁତ୍ର ବେନ୍ନୁୟୀ ଅସରିୟର ଗୃହଠାରୁ ପ୍ରାଚୀର ବାଙ୍କ ଓ କୋଣ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ଜୀର୍ଣ୍ଣ ପ୍ରାଚୀର ଗଠନ କଲେ। Gade chapit la |