ନିହିମୀୟା 3:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ସେମାନଙ୍କ ପରେ ଇମ୍ମେରର ପୁତ୍ର ସାଦୋକ ଆପଣା ଗୃହ ସମ୍ମୁଖରେ ମରାମତି କଲା। ପୁଣି, ତାହା ପରେ ପୂର୍ବ-ଦ୍ୱାରପାଳ ଶଖନୀୟର ପୁତ୍ର ଶମୟୀୟ ମରାମତି କଲା। Gade chapit laପବିତ୍ର ବାଇବଲ (Re-edited) - (BSI)29 ସେମାନଙ୍କ ଉତ୍ତାରେ ଇମ୍ମେରର ପୁତ୍ର ସାଦୋକ୍ ଆପଣା ଗୃହ ସମ୍ମୁଖରେ ଜୀର୍ଣ୍ଣସଂସ୍କାର କଲା। ପୁଣି, ତାହା ଉତ୍ତାରେ ପୂର୍ବ-ଦ୍ଵାରପାଳ ଶିଖନୀୟର ପୁତ୍ର ଶମୟୀୟ ଜୀର୍ଣ୍ଣସଂସ୍କାର କଲା। Gade chapit laଓଡିଆ ବାଇବେଲ29 ସେମାନଙ୍କ ପରେ ଇମ୍ମେରର ପୁତ୍ର ସାଦୋକ ଆପଣା ଗୃହ ସମ୍ମୁଖରେ ମରାମତି କଲା। ପୁଣି, ତାହା ପରେ ପୂର୍ବ-ଦ୍ୱାରପାଳ ଶଖନୀୟର ପୁତ୍ର ଶମୟୀୟ ମରାମତି କଲା। Gade chapit laପବିତ୍ର ବାଇବଲ29 ସେମାନଙ୍କ ପରେ ଇମ୍ମୋରର ପୁତ୍ର ସାଦୋକ୍ ଆପଣା ଗୃହ ସମ୍ମୁଖରେ ଭଗ୍ନ ଅଂଶ ଗଠନ କଲେ। ତା'ପରେ ପୂର୍ବଦ୍ୱାରପାଳ ଶିଖନିୟର ପୁତ୍ର ଶମୟିୟ ଜୀର୍ଣ୍ଣ ପ୍ରାଚୀର ଗଠନ କଲେ। Gade chapit la |