ନିହିମୀୟା 3:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ, ହସନାୟାର ସନ୍ତାନଗଣ ମତ୍ସ୍ୟଦ୍ୱାର ଗଢ଼ିଲେ; ସେମାନେ ତହିଁର କଡ଼ି ଚଢ଼ାଇଲେ ଓ ତହିଁର କବାଟ ଓ କିଳିଣୀ ଓ ଅର୍ଗଳସବୁ ଲଗାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଆଉ, ହସନାୟାର ସନ୍ତାନଗଣ ମତ୍ସ୍ୟଦ୍ଵାର ଗଢ଼ିଲେ; ସେମାନେ ତହିଁର କଡ଼ି ଚଢ଼ାଇଲେ ଓ ତହିଁର କବାଟ ଓ ହୁଡ଼ୁକା ଓ ଅର୍ଗଳସବୁ ଲଗାଇଲେ। Gade chapit laଓଡିଆ ବାଇବେଲ3 ହସନାୟାର ସନ୍ତାନଗଣ ମତ୍ସ୍ୟଦ୍ୱାର ଗଢ଼ିଲେ; ସେମାନେ ତହିଁର କଡ଼ି ଚଢ଼ାଇଲେ ଓ ତହିଁର କବାଟ ଓ କିଳିଣୀ ଓ ଅର୍ଗଳସବୁ ଲଗାଇଲେ। Gade chapit laପବିତ୍ର ବାଇବଲ3 ହସନାୟାର ପୁତ୍ରମାନେ ମତ୍ସ୍ୟଦ୍ୱାର ଗଠନ କଲେ। ସେମାନେ ତାର କଡ଼ି ଚଢ଼ାଇଲେ, ତା'ର କବାଟ, ହୁଡ଼ୁକା ଓ ଅର୍ଗଳସବୁ ଲଗାଇଲେ। Gade chapit la |