Biblia Todo Logo
Bib sou entènèt

- Piblisite -




ନିହିମୀୟା 3:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ତାହା ପରେ ମଲ୍‍କୀୟ ନାମକ ଜଣେ ସ୍ୱର୍ଣ୍ଣକାର ହମିପ୍କଦ୍‍ ଦ୍ୱାରର ସମ୍ମୁଖସ୍ଥ ନଥୀନୀୟମାନଙ୍କର ଓ ବଣିକମାନଙ୍କର ଗୃହ ପର୍ଯ୍ୟନ୍ତ, ଆଉ କୋଣର ଉଠାଣି ପର୍ଯ୍ୟନ୍ତ ମରାମତି କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ତାହା ଉତ୍ତାରେ ମଲକୀୟ ନାମକ ଜଣେ ସ୍ଵର୍ଣ୍ଣକାର ହମିପ୍କଦ୍ ଦ୍ଵାରର ସମ୍ମୁଖସ୍ଥ ନଥୀନୀୟମାନଙ୍କର ଓ ବଣିକମାନଙ୍କର ଗୃହ ପର୍ଯ୍ୟନ୍ତ, ଆଉ କୋଣର ଉଠାଣି ପର୍ଯ୍ୟନ୍ତ ଜୀର୍ଣ୍ଣସଂସ୍କାର କଲା।

Gade chapit la Kopi

ଓଡିଆ ବାଇବେଲ

31 ତାହା ପରେ ମଲ୍‍କୀୟ ନାମକ ଜଣେ ସ୍ୱର୍ଣ୍ଣକାର ହମିପ୍‍କଦ୍‍ ଦ୍ୱାରର ସମ୍ମୁଖସ୍ଥ ନଥୀନୀୟମାନଙ୍କର ଓ ବଣିକମାନଙ୍କର ଗୃହ ପର୍ଯ୍ୟନ୍ତ, ଆଉ କୋଣର ଉଠାଣି ପର୍ଯ୍ୟନ୍ତ ମରାମତି କଲା।

Gade chapit la Kopi

ପବିତ୍ର ବାଇବଲ

31 ତା'ପରେ ମ‌‌‌‌ଲ୍‌‌‌‌‌‌‌କିୟ ନାମକ ଜଣେ ସ୍ୱର୍ଣ୍ଣକାର ସୈନ୍ୟମାନେ ଏକତ୍ରିତ ହେଉଥିବା ଫାଟକ ଆଗରେ ମନ୍ଦିର ଦାସମାନଙ୍କର, ନଥୀନୀୟମାନଙ୍କର ଓ ବଣିକମାନଙ୍କର ଗୃହ ପର୍ଯ୍ୟନ୍ତ, ଆଉ କୋଣର ଉଠାଣି ପର୍ଯ୍ୟନ୍ତ ଭଗ୍ନ ଅଂଶ ମରାମତି କଲେ।

Gade chapit la Kopi




ନିହିମୀୟା 3:31
4 Referans Kwoze  

ପୁଣି, କୋଣର ଉଠାଣି ଓ ମେଷଦ୍ୱାର ମଧ୍ୟରେ ସ୍ୱର୍ଣ୍ଣକାର ଓ ବଣିକମାନେ ମରାମତି କଲେ।


ତାହା ନିକଟରେ ସ୍ୱର୍ଣ୍ଣକାରମାନେ, ହର୍ହୟର ପୁତ୍ର ଉଷୀୟେଲ ମରାମତି କଲେ। ଆଉ, ତାହା ନିକଟରେ ଗନ୍ଧବଣିକମାନଙ୍କ ମଧ୍ୟରୁ ହନାନୀୟ ମରାମତି କଲା, ପୁଣି ସେମାନେ ପ୍ରଶସ୍ତ ପ୍ରାଚୀର ପର୍ଯ୍ୟନ୍ତ ଯିରୂଶାଲମ ଦୃଢ଼ କଲେ।


ସେ ମୀଖାୟେଲର ପୁତ୍ର, ସେ ବାସେୟର ପୁତ୍ର, ସେ ମଲ୍‍କୀୟର ପୁତ୍ର;


ତାହା ପରେ ଶେଲିମୀୟର ପୁତ୍ର ହନାନୀୟ ଓ ସାଲଫର ଷଷ୍ଠ ପୁତ୍ର ହାନୂନ୍‍ ଅନ୍ୟ ଏକ ଅଂଶର ମରାମତି କଲେ। ତାହା ପରେ ବେରିଖୀୟର ପୁତ୍ର ମଶୁଲ୍ଲମ୍‍ ଆପଣା କୋଠରି ସମ୍ମୁଖରେ ମରାମତି କଲା।


Swiv nou:

Piblisite


Piblisite