ନିହିମୀୟା 3:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ସେମାନଙ୍କ ନିକଟରେ ହକ୍କୋସ୍ର ପୌତ୍ର ଊରୀୟର ପୁତ୍ର ମରେମୋତ୍ ମରାମତି କଲା। ଆଉ, ସେମାନଙ୍କ ନିକଟରେ ମଶେଷବେଲ୍ର ପୌତ୍ର ବେରିଖୀୟର ପୁତ୍ର ମଶୁଲ୍ଲମ୍ ମରାମତି କଲା। ଆଉ, ସେମାନଙ୍କ ନିକଟରେ ବାନାର ପୁତ୍ର ସାଦୋକ ମରାମତି କଲା। Gade chapit laପବିତ୍ର ବାଇବଲ (Re-edited) - (BSI)4 ପୁଣି, ସେମାନଙ୍କ ନିକଟରେ ହକ୍କୋସର ପୌତ୍ର ଊରୀୟର ପୁତ୍ର ମରେମୋତ୍ ଜୀର୍ଣ୍ଣସଂସ୍କାର କଲା। ଆଉ, ସେମାନଙ୍କ ନିକଟରେ ମଶେଷବେଲର ପୌତ୍ର ବେରିଖୀୟର ପୁତ୍ର ମଶୁଲ୍ଲମ୍ ଜୀର୍ଣ୍ଣସଂସ୍କାର କଲା। ଆଉ, ସେମାନଙ୍କ ନିକଟରେ ବାନାର ପୁତ୍ର ସାଦୋକ୍ ଜୀର୍ଣ୍ଣସଂସ୍କାର କଲା। Gade chapit laଓଡିଆ ବାଇବେଲ4 ପୁଣି, ସେମାନଙ୍କ ନିକଟରେ ହକ୍କୋସ୍ର ପୌତ୍ର ଊରୀୟର ପୁତ୍ର ମରେମୋତ୍ ମରାମତି କଲା। ଆଉ, ସେମାନଙ୍କ ନିକଟରେ ମଶେଷବେଲ୍ର ପୌତ୍ର ବେରିଖୀୟର ପୁତ୍ର ମଶୁଲ୍ଲମ୍ ମରାମତି କଲା। ଆଉ, ସେମାନଙ୍କ ନିକଟରେ ବାନାର ପୁତ୍ର ସାଦୋକ ମରାମତି କଲା। Gade chapit laପବିତ୍ର ବାଇବଲ4 ସେମାନଙ୍କ ପରେ ହକ୍କୋସର ପୁତ୍ର ଊରିୟ, ଊରିୟର ପୁତ୍ର ମରେମୋତ୍ ତା'ପର ଅଂଶ ମରାମତି କଲା, ଏବଂ ସେମାନଙ୍କ ପରେ ମଶେଷବେଲର ପୁତ୍ର ବେରିଖିୟ ଓ ବେରିଖିୟର ପୁତ୍ର ମଶୁଲ୍ଲମ୍ ପରବର୍ତ୍ତୀ ଅଂଶ ମରାମତି କଲା। ଆଉ ସେମାନଙ୍କ ପରେ ବାନାର ପୁତ୍ର ସାଦୋକ୍ ପରବର୍ତ୍ତୀ ଅଂଶ ମରାମତି କଲା। Gade chapit la |