ନିହିମୀୟା 3:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତାହା ନିକଟରେ ସ୍ୱର୍ଣ୍ଣକାରମାନେ, ହର୍ହୟର ପୁତ୍ର ଉଷୀୟେଲ ମରାମତି କଲେ। ଆଉ, ତାହା ନିକଟରେ ଗନ୍ଧବଣିକମାନଙ୍କ ମଧ୍ୟରୁ ହନାନୀୟ ମରାମତି କଲା, ପୁଣି ସେମାନେ ପ୍ରଶସ୍ତ ପ୍ରାଚୀର ପର୍ଯ୍ୟନ୍ତ ଯିରୂଶାଲମ ଦୃଢ଼ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ତାହା ନିକଟରେ ସ୍ଵର୍ଣ୍ଣକାରମାନେ, ହର୍ହୟର ପୁତ୍ର ଉଷୀୟେଲ୍ ଜୀର୍ଣ୍ଣସଂସ୍କାର କଲେ। ଆଉ, ତାହା ନିକଟରେ ଗନ୍ଧବଣିକମାନଙ୍କ ମଧ୍ୟରୁ ହନାନୀୟ ଜୀର୍ଣ୍ଣ-ସଂସ୍କାର କଲା, ପୁଣି ସେମାନେ ପ୍ରଶସ୍ତ ପ୍ରାଚୀର ପର୍ଯ୍ୟନ୍ତ ଯିରୂଶାଲମ ଦୃଢ଼ କଲେ। Gade chapit laଓଡିଆ ବାଇବେଲ8 ତାହା ନିକଟରେ ସ୍ୱର୍ଣ୍ଣକାରମାନେ, ହର୍ହୟର ପୁତ୍ର ଉଷୀୟେଲ ମରାମତି କଲେ। ଆଉ, ତାହା ନିକଟରେ ଗନ୍ଧ-ବଣିକମାନଙ୍କ ମଧ୍ୟରୁ ହନାନୀୟ ମରାମତି କଲା, ପୁଣି ସେମାନେ ପ୍ରଶସ୍ତ ପ୍ରାଚୀର ପର୍ଯ୍ୟନ୍ତ ଯିରୂଶାଲମ ଦୃଢ଼ କଲେ। Gade chapit laପବିତ୍ର ବାଇବଲ8 ହର୍ହୟର ପୁତ୍ର ସ୍ୱର୍ଣ୍ଣକାର ଉଷୀୟେଲ ସେମାନଙ୍କ ପରେ ଥିବା ପ୍ରାଚୀରର ଅଂଶ ମରାମତି କଲେ। ହନାନୀୟ ଯିଏ କି ସୁଗନ୍ଧ ବ୍ୟାପାରୀ ତାଙ୍କ ପରେ ଥିବା ପ୍ରାଚୀରର ଅଂଶ ମରାମତି କଲେ। ସେମାନେ ପ୍ରଶସ୍ତ ପ୍ରାଚୀର ପର୍ଯ୍ୟନ୍ତ ଯିରୁଶାଲମ ଦୃଢ଼ କଲେ। Gade chapit la |