Biblia Todo Logo
Bib sou entènèt

- Piblisite -




ନିହିମୀୟା 4:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ଆମ୍ଭମାନଙ୍କ ବିପକ୍ଷମାନେ କହିଲେ, “ଆମ୍ଭେମାନେ ସେମାନଙ୍କ ମଧ୍ୟରେ ଉପସ୍ଥିତ ହୋଇ ସେମାନଙ୍କୁ ବଧ ଓ ସେମାନଙ୍କ କାର୍ଯ୍ୟ ବନ୍ଦ କରିବା ପର୍ଯ୍ୟନ୍ତ ସେମାନେ ଜାଣିବେ ନାହିଁ ଅବା ଦେଖିବେ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି, ଆମ୍ଭମାନଙ୍କ ବିପକ୍ଷମାନେ କହିଲେ, ଆମ୍ଭେମାନେ ସେମାନଙ୍କ ମଧ୍ୟରେ ଉପସ୍ଥିତ ହୋଇ ସେମାନଙ୍କୁ ବଧ ଓ ସେମାନଙ୍କ କାର୍ଯ୍ୟ ବନ୍ଦ କରିବା ପର୍ଯ୍ୟନ୍ତ ସେମାନେ ଜାଣିବେ ନାହିଁ ଅବା ଦେଖିବେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

11 ପୁଣି, ଆମ୍ଭମାନଙ୍କ ବିପକ୍ଷମାନେ କହିଲେ, “ଆମ୍ଭେମାନେ ସେମାନଙ୍କ ମଧ୍ୟରେ ଉପସ୍ଥିତ ହୋଇ ସେମାନଙ୍କୁ ବଧ ଓ ସେମାନଙ୍କ କାର୍ଯ୍ୟ ବନ୍ଦ କରିବା ପର୍ଯ୍ୟନ୍ତ ସେମାନେ ଜାଣିବେ ନାହିଁ ଅବା ଦେଖିବେ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

11 ପୁଣି ଆମ୍ଭମାନଙ୍କ ବିଷକ୍ଷମାନେ କହିଲେ, ‘ଆମ୍ଭେମାନେ ସେମାନଙ୍କ ମଧ୍ୟରେ ଉପସ୍ଥିତ ହୋଇ ସେମାନଙ୍କୁ ବଧ ଓ ସେମାନଙ୍କ କାର୍ଯ୍ୟ ବନ୍ଦ କରିବା ପର୍ଯ୍ୟନ୍ତ ସେମାନେ ଜାଣିବେ ନାହିଁ ଅବା ଦେଖିବେ ନାହିଁ।’”

Gade chapit la Kopi




ନିହିମୀୟା 4:11
10 Referans Kwoze  

କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ।


ଏଣୁ ଆପଣ ସେମାନଙ୍କ କଥାରେ ସମ୍ମତ ହେବେ ନାହିଁ, କାରଣ ତାହାଙ୍କୁ ବଧ ନ କରିବା ଯାଏ ଅନ୍ନଜଳ ସ୍ପର୍ଶ କଲେ ଅଭିଶପ୍ତ ହେବେ ବୋଲି ନିଜ ନିଜକୁ ଶପଥରେ ଆବଦ୍ଧ କରି ଚାଳିଶ ଜଣରୁ ଅଧିକ ଲୋକ ତାହାଙ୍କୁ ଛକି ରହିଅଛନ୍ତି, ଆଉ ଏବେ ସେମାନେ ଆପଣଙ୍କଠାରୁ ଅନୁମତି ପାଇବା ନିମନ୍ତେ ଅପେକ୍ଷା କରି ପ୍ରସ୍ତୁତ ହୋଇ ରହିଅଛନ୍ତି।


ଦିନ ହୁଅନ୍ତେ ଯିହୁଦୀମାନେ ଦଳବଦ୍ଧ ହୋଇ ପାଉଲଙ୍କୁ ବଧ ନ କରିବା ପର୍ଯ୍ୟନ୍ତ, ଅନ୍ନଜଳ ସ୍ପର୍ଶ କଲେ ଅଭିଶପ୍ତ ହେବେ ବୋଲି ଶପଥରେ ନିଜ ନିଜକୁ ଆବଦ୍ଧ କଲେ।


ଏହେତୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ, ତୁମ୍ଭେ ତହିଁର ଉଦୟ ଜାଣିବ ନାହିଁ; ପୁଣି, ତୁମ୍ଭ ଉପରେ ବିପଦ ପଡ଼ିବ, ତୁମ୍ଭେ ତାହା ଦୂର କରି ପାରିବ ନାହିଁ; ଆଉ, ଯାହା ତୁମ୍ଭେ ଜାଣୁ ନାହଁ, ଏପରି ବିନାଶ ହଠାତ୍‍ ତୁମ୍ଭ ଉପରେ ଘଟିବ।


ସେମାନେ ଏକତ୍ରିତ ହୁଅନ୍ତି, ସେମାନେ ଲୁଚି ରହନ୍ତି, ସେମାନେ ମୋହର ପଦଚିହ୍ନ ଲକ୍ଷ୍ୟ କରନ୍ତି, ଏହିରୂପେ ସେମାନେ ମୋʼ ପ୍ରାଣର ଅପେକ୍ଷା କରିଅଛନ୍ତି।


ପୁଣି ସେ କ୍ଳାନ୍ତ ଓ ଶିଥିଳ ହସ୍ତ ଥିବା ବେଳେ ମୁଁ ତାଙ୍କୁ ଆକ୍ରମଣ କରି ଭୟ ଦେଖାଇବି; ତହିଁରେ ତାଙ୍କର ସମସ୍ତ ସଙ୍ଗୀ ଲୋକ ପଳାଇବେ; ପୁଣି ମୁଁ କେବଳ ରାଜାଙ୍କୁ ଆଘାତ କରିବି।


ମାତ୍ର ଆମ୍ଭେମାନେ ସେମାନଙ୍କ ସକାଶୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲୁ ଓ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ପ୍ରହରୀ ରଖିଲୁ।


ସେତେବେଳେ ଯିହୁଦା କହିଲା, “ଭାରବାହକମାନଙ୍କର ବଳ କ୍ଷୀଣ ହୋଇଅଛି, ଆଉ ଅନେକ ଭଙ୍ଗା କାନ୍ଥ ଅଛି; ଏଣୁ ଆମ୍ଭେମାନେ ପ୍ରାଚୀର ଗଢ଼ି ପାରୁ ନାହୁଁ।”


ଆଉ, ସେମାନଙ୍କ ନିକଟବାସୀ ଯିହୁଦୀୟମାନେ ସବୁ ସ୍ଥାନରୁ ଆସି ଆମ୍ଭମାନଙ୍କୁ ଦଶ ଥର କହିଲେ, “ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ନିକଟକୁ ଫେରି ଆସିବାକୁ ହେବ।”


Swiv nou:

Piblisite


Piblisite