Biblia Todo Logo
Bib sou entènèt

- Piblisite -




ନିହିମୀୟା 4:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ, ସେହି ଦିନଠାରୁ ଆମ୍ଭ ଦାସଗଣର ଅର୍ଦ୍ଧେକ କର୍ମ କଲେ ଓ ସେମାନଙ୍କର ଅର୍ଦ୍ଧେକ ବର୍ଚ୍ଛା, ଢାଲ, ଧନୁ, ଓ ସାଞ୍ଜୁଆ ଧରି ରହିଲେ; ପୁଣି, ଅଧ୍ୟକ୍ଷମାନେ ଯିହୁଦାର ସମଗ୍ର ଗୋଷ୍ଠୀର ପଛରେ ରହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆଉ, ସେହି ଦିନଠାରୁ ଆମ୍ଭ ଦାସଗଣର ଅର୍ଦ୍ଧେକ କର୍ମ କଲେ ଓ ସେମାନଙ୍କର ଅର୍ଦ୍ଧେକ ବର୍ଚ୍ଛା, ଢାଲ, ଧନୁ, ଓ ସାଞ୍ଜୁଆ ଧରି ରହିଲେ; ପୁଣି, ଅଧ୍ୟକ୍ଷମାନେ ଯିହୁଦାର ସମଗ୍ର ଗୋଷ୍ଠୀର ପଶ୍ଚାତ୍ ରହିଲେ।

Gade chapit la Kopi

ଓଡିଆ ବାଇବେଲ

16 ଆଉ, ସେହି ଦିନଠାରୁ ଆମ୍ଭ ଦାସଗଣର ଅର୍ଦ୍ଧେକ କର୍ମ କଲେ ଓ ସେମାନଙ୍କର ଅର୍ଦ୍ଧେକ ବର୍ଚ୍ଛା, ଢାଲ, ଧନୁ, ଓ ସାଞ୍ଜୁଆ ଧରି ରହିଲେ; ପୁଣି, ଅଧ୍ୟକ୍ଷମାନେ ଯିହୁଦାର ସମଗ୍ର ଗୋଷ୍ଠୀର ପଛରେ ରହିଲେ।

Gade chapit la Kopi

ପବିତ୍ର ବାଇବଲ

16 ଆଉ ସେହି ଦିନଠାରୁ ଆମ୍ଭ ଦାସଗଣର ଅର୍ଦ୍ଧେକ କର୍ମ କଲେ ଓ ସେମାନଙ୍କର ଅର୍ଦ୍ଧେକ ବର୍ଚ୍ଛା, ଢାଲ, ଧନୁ, ସାଞ୍ଚୁଆ ଧରି ରହିଲେ। ପୁଣି ଅଧିକାରୀମାନେ ଯିହୁଦାର ସମସ୍ତ ପରିବରର ପଛରେ ରହିଲେ।

Gade chapit la Kopi




ନିହିମୀୟା 4:16
8 Referans Kwoze  

ଏହିରୂପେ ଆମ୍ଭେ କି ଆମ୍ଭ ଭାଇମାନେ କି ଆମ୍ଭ ଦାସମାନେ କିଅବା ଆମ୍ଭ ପଶ୍ଚାଦ୍‍ବର୍ତ୍ତୀ ପ୍ରହରୀମାନେ କେହି ଆପଣା ଦେହରୁ ବସ୍ତ୍ର କାଢ଼ିଲୁ ନାହିଁ, ପ୍ରତି ଜଣ ଆପଣା ଆପଣା ଅସ୍ତ୍ରଶସ୍ତ୍ର ସହିତ ଜଳ ନିକଟକୁ ଗଲୁ।


ଦେଶର ବିଶ୍ୱସ୍ତ ଲୋକେ ଯେପରି ମୋʼ ସଙ୍ଗେ ବାସ କରିବେ, ଏଥିପାଇଁ ସେମାନଙ୍କ ଉପରେ ମୋହର ଦୃଷ୍ଟି ରହିବ। ଯେଉଁ ଜନ ସିଦ୍ଧ ପଥରେ ଚାଲେ, ସେ ମୋହର ସେବା କରିବ।


ପରେ ଆମ୍ଭମାନଙ୍କ ଶତ୍ରୁଗଣର ମନ୍ତ୍ରଣା ଆମ୍ଭମାନଙ୍କୁ ଜଣାଯାଇଅଛି ଓ ପରମେଶ୍ୱର ତାହା ବିଫଳ କରିଅଛନ୍ତି, ଏହା ସେମାନେ ଶୁଣନ୍ତେ, ଆମ୍ଭେମାନେ ପ୍ରତ୍ୟେକେ ପ୍ରାଚୀରରେ ଆପଣା ଆପଣା କାର୍ଯ୍ୟକୁ ଫେରିଗଲୁ।


ଯେଉଁମାନେ ପ୍ରାଚୀର ଗଢ଼ିଲେ ଓ ଯେଉଁମାନେ ଭାର ବହିଲେ, ସେମାନେ ଆପେ ଆପେ ଭାର ଉଠାଇଲେ, ପ୍ରତି ଜଣ ଏକ ହସ୍ତରେ କର୍ମ କଲେ ଓ ଅନ୍ୟ ହସ୍ତରେ ଅସ୍ତ୍ର ଧରିଲେ;


ହେ ଅଶ୍ୱାରୋହୀମାନେ, ତୁମ୍ଭେମାନେ ଅଶ୍ୱଗଣକୁ ସଜ୍ଜିତ କରି ଆରୋହଣ କର ଓ ମସ୍ତକର ଟୋପର ପିନ୍ଧି ସମ୍ମୁଖରେ ଠିଆ ହୁଅ; ବର୍ଚ୍ଛା ଚିକ୍କଣ କର, ସାଞ୍ଜୁଆ ପିନ୍ଧ।


ତହିଁ ମଧ୍ୟସ୍ଥଳରେ ମସ୍ତକ ପ୍ରବେଶ ନିମନ୍ତେ ଏକ ଛିଦ୍ର ରହିବ; ସାଞ୍ଜୁଆର ଗଳଦେଶ ନ୍ୟାୟ ସେହି ଛିଦ୍ରର ଚତୁର୍ଦ୍ଦିଗରେ ବୁଣାକର୍ମ ହେବ, ତହିଁରେ ତାହା ଛିଣ୍ଡିଯିବ ନାହିଁ।


ସେମାନେ ସମସ୍ତେ ଖଡ୍ଗଧାରୀ ଓ ଯୁଦ୍ଧରେ ନିପୁଣ; ରାତ୍ରିକାଳର ଆଶଙ୍କା ହେତୁ ପ୍ରତ୍ୟେକର କଟିଦେଶରେ ସ୍ୱ ସ୍ୱ ଖଡ୍ଗ ବନ୍ଧା ଥାଏ।


Swiv nou:

Piblisite


Piblisite