ନିହିମୀୟା 4:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆଉ, ନିର୍ମାଣକାରୀମାନଙ୍କର ପ୍ରତ୍ୟେକେ ଆପଣା ଆପଣା କଟିଦେଶରେ ଖଡ୍ଗ ବାନ୍ଧି ସେହିପରି କାର୍ଯ୍ୟ କଲେ। ପୁଣି, ତୂରୀ ବଜାଇବା ଲୋକ ଆମ୍ଭ ନିକଟରେ ରହିଲା। Gade chapit laପବିତ୍ର ବାଇବଲ (Re-edited) - (BSI)18 ଆଉ, ଗାନ୍ଥକମାନଙ୍କର ପ୍ରତ୍ୟେକେ ଆପଣା ଆପଣା କଟିଦେଶରେ ଖଡ଼୍ଗ ବାନ୍ଧି ଗାନ୍ଥିଲେ। ପୁଣି, ତୂରୀ ବଜାଇବା ଲୋକ ଆମ୍ଭ ନିକଟରେ ରହିଲା। Gade chapit laଓଡିଆ ବାଇବେଲ18 ଆଉ, ନିର୍ମାଣକାରୀମାନଙ୍କର ପ୍ରତ୍ୟେକେ ଆପଣା ଆପଣା କଟିଦେଶରେ ଖଡ୍ଗ ବାନ୍ଧି ସେହିପରି କାର୍ଯ୍ୟ କଲେ। ପୁଣି, ତୂରୀ ବଜାଇବା ଲୋକ ଆମ୍ଭ ନିକଟରେ ରହିଲା। Gade chapit laପବିତ୍ର ବାଇବଲ18 ଆଉ ଗାନ୍ଥକମାନଙ୍କର ପ୍ରତ୍ୟେକ ଆପଣା ଆପଣା କଟି ଦେଶରେ ଖଡ଼୍ଗ ବାନ୍ଧିଲେ। ପୁଣି ତୂରୀ ବଜାଇବା ଲୋକ ଆମ୍ଭ ନିକଟରେ ରହିଲା। Gade chapit la |