Biblia Todo Logo
Bib sou entènèt

- Piblisite -




ନିହିମୀୟା 4:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏହେତୁ ଯେକୌଣସି ସ୍ଥାନରେ ତୂରୀର ଶବ୍ଦ ଶୁଣିବ, ସେସ୍ଥାନରୁ ଆମ୍ଭମାନଙ୍କ ନିକଟକୁ ଆସିବ; ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଏହେତୁ ଯେକୌଣସି ସ୍ଥାନରେ ତୂରୀର ଶଦ୍ଦ ଶୁଣିବ, ସେସ୍ଥାନରୁ ଆମ୍ଭମାନଙ୍କ ନିକଟକୁ ଆସିବ; ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ।

Gade chapit la Kopi

ଓଡିଆ ବାଇବେଲ

20 ଏହେତୁ ଯେକୌଣସି ସ୍ଥାନରେ ତୂରୀର ଶବ୍ଦ ଶୁଣିବ, ସେସ୍ଥାନରୁ ଆମ୍ଭମାନଙ୍କ ନିକଟକୁ ଆସିବ; ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ।

Gade chapit la Kopi

ପବିତ୍ର ବାଇବଲ

20 ଏଣୁ ଯେକୌଣସି ସ୍ଥାନରେ ତୂରୀର ଶବ୍ଦ ଶୁଣିବ, ସେ ସ୍ଥାନରୁ ଆମ୍ଭମାନଙ୍କ ନିକଟକୁ ଆସିବ। ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ।”

Gade chapit la Kopi




ନିହିମୀୟା 4:20
10 Referans Kwoze  

ସଦାପ୍ରଭୁ ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିବେ, ତୁମ୍ଭେମାନେ ନୀରବ ରହିବ।”


କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସପକ୍ଷ ହୋଇ ତୁମ୍ଭମାନଙ୍କ ଶତ୍ରୁଗଣର ପ୍ରତିକୂଳରେ ଯୁଦ୍ଧ କରି ରକ୍ଷା କରିବାକୁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଯାଉଅଛନ୍ତି।”


ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର, ଯେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କରୁଅଛନ୍ତି, ସେ ମିସରରେ ଓ ପ୍ରାନ୍ତରରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କ ନିମନ୍ତେ ଯେସମସ୍ତ କାର୍ଯ୍ୟ କଲେ, ତଦନୁସାରେ ସେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ।


ତୁମ୍ଭମାନଙ୍କର ଏକ ଲୋକ ସହସ୍ର ଲୋକଙ୍କୁ ଘଉଡ଼ାଇ ଦେବ, କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେରୂପ କହିଅଛନ୍ତି, ତଦନୁସାରେ ସେ ଆପେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରୁଅଛନ୍ତି।


ତୁମ୍ଭେମାନେ ସେମାନଙ୍କୁ ଭୟ କରିବ ନାହିଁ; କାରଣ ଯେ ତୁମ୍ଭମାନଙ୍କ ସପକ୍ଷରେ ଯୁଦ୍ଧ କରନ୍ତି, ସେହି ସଦାପ୍ରଭୁ ତ ତୁମ୍ଭମାନଙ୍କ ପରମେଶ୍ୱର ଅଟନ୍ତି।”


ସେ ସେମାନଙ୍କ ରଥର ଚକ୍ର ବାହାର କରି ପକାନ୍ତେ, ସେମାନେ ଅତି କଷ୍ଟରେ ରଥ ଚଳାଇଲେ; ତହିଁରେ ମିସରୀୟ ଲୋକମାନେ କହିଲେ, “ଆସ, ଆମ୍ଭେମାନେ ଇସ୍ରାଏଲ ସମ୍ମୁଖରୁ ପଳାଇ ଯାଉ; କାରଣ ସଦାପ୍ରଭୁ ସେମାନଙ୍କର ସପକ୍ଷ ହୋଇ ମିସରୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି।”


ସେତେବେଳେ ସଦାପ୍ରଭୁ ବାହାର ହେବେ ଓ ସଂଗ୍ରାମ ଦିନରେ ଯେପରି ଯୁଦ୍ଧ କଲେ, ସେହିପରି ସେହି ସବୁ ଗୋଷ୍ଠୀ ବିରୁଦ୍ଧରେ ଯୁଦ୍ଧ କରିବେ।


ଏହାପରେ ଆମ୍ଭେ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଅନ୍ୟାନ୍ୟ ଲୋକଙ୍କୁ କହିଲୁ, “କାର୍ଯ୍ୟ ଭାରୀ ଓ ବିସ୍ତୀର୍ଣ୍ଣ, ପୁଣି ଆମ୍ଭେମାନେ ପ୍ରାଚୀର ଉପରେ ପୃଥକ ହୋଇ ଏକଆରେକଠାରୁ ଦୂରରେ ଅଛୁ;


ଏହିରୂପେ ଆମ୍ଭେମାନେ ସେହି କାର୍ଯ୍ୟରେ ପରିଶ୍ରମ କଲୁ, ପୁଣି ପ୍ରତ୍ୟୁଷ ସମୟଠାରୁ ତାରା ଦେଖାଯିବା ପର୍ଯ୍ୟନ୍ତ ସେମାନଙ୍କର ଅର୍ଦ୍ଧେକ ଲୋକ ବର୍ଚ୍ଛା ଧରିଲେ।


ପୁଣି, ସେ କହିଲା, “ଯଦି ଅରାମୀୟମାନେ ମୋ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ତୁମ୍ଭେ ମୋହର ସାହାଯ୍ୟ କରିବ; ମାତ୍ର ଯଦି ଅମ୍ମୋନ-ସନ୍ତାନମାନେ ତୁମ୍ଭ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ମୁଁ ତୁମ୍ଭର ସାହାଯ୍ୟ କରିବି।


Swiv nou:

Piblisite


Piblisite