Biblia Todo Logo
Bib sou entènèt

- Piblisite -




ନିହିମୀୟା 4:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏହିରୂପେ ଆମ୍ଭେମାନେ ସେହି କାର୍ଯ୍ୟରେ ପରିଶ୍ରମ କଲୁ, ପୁଣି ପ୍ରତ୍ୟୁଷ ସମୟଠାରୁ ତାରା ଦେଖାଯିବା ପର୍ଯ୍ୟନ୍ତ ସେମାନଙ୍କର ଅର୍ଦ୍ଧେକ ଲୋକ ବର୍ଚ୍ଛା ଧରିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଏହିରୂପେ ଆମ୍ଭେମାନେ ସେହି କାର୍ଯ୍ୟରେ ପରିଶ୍ରମ କଲୁ, ପୁଣି ଅରୁଣୋଦୟ ସମୟଠାରୁ ତାରା ଦେଖାଯିବା ପର୍ଯ୍ୟନ୍ତ ସେମାନଙ୍କର ଅର୍ଦ୍ଧେକ ଲୋକ ବର୍ଚ୍ଛା ଧରିଲେ।

Gade chapit la Kopi

ଓଡିଆ ବାଇବେଲ

21 ଏହିରୂପେ ଆମ୍ଭେମାନେ ସେହି କାର୍ଯ୍ୟରେ ପରିଶ୍ରମ କଲୁ, ପୁଣି ପ୍ରତ୍ୟୁଷ ସମୟଠାରୁ ତାରା ଦେଖାଯିବା ପର୍ଯ୍ୟନ୍ତ ସେମାନଙ୍କର ଅର୍ଦ୍ଧେକ ଲୋକ ବର୍ଚ୍ଛା ଧରିଲେ।

Gade chapit la Kopi

ପବିତ୍ର ବାଇବଲ

21 ଏହିରୂପେ ଆମ୍ଭେମାନେ ସେହି କାର୍ଯ୍ୟରେ ପରିଶ୍ରମ କଲୁ। ପୁଣି ଅରୁଣୋଦୟ ସମୟଠାରୁ ତାହା ଦେଖିବା ସମୟ ପର୍ଯ୍ୟନ୍ତ ସେମାନଙ୍କର ଅର୍ଦ୍ଧେକ ଲୋକ ବର୍ଚ୍ଛା ଧରିଲେ।

Gade chapit la Kopi




ନିହିମୀୟା 4:21
6 Referans Kwoze  

ଆମ୍ଭେମାନେ ଉତ୍ତମ କର୍ମ କରିବାରେ କ୍ଳାନ୍ତ ନ ହେଉ; କାରଣ କ୍ଳାନ୍ତ ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା।


ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯତ୍ନବାନ ହୁଅ।


କିନ୍ତୁ ମୁଁ ଯାହା ହୋଇଅଛି, ତାହା ଈଶ୍ବରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋʼ ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେ ସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋʼ ସହିତ ଥିବା ଈଶ୍ବରଙ୍କ ଅନୁଗ୍ରହ ତାହା କରିଅଛି।


ଏହି ଉଦ୍ଦେଶ୍ୟରେ ମଧ୍ୟ ତାହାଙ୍କର ଯେଉଁ କାର୍ଯ୍ୟସାଧକ ଶକ୍ତି ମୋʼ ଠାରେ ସବଳେ କାର୍ଯ୍ୟ ସାଧନ କରୁଅଛି, ତଦନୁସାରେ ମୁଁ ପ୍ରାଣପଣରେ ପରିଶ୍ରମ କରୁଅଛି।


ଏହେତୁ ଯେକୌଣସି ସ୍ଥାନରେ ତୂରୀର ଶବ୍ଦ ଶୁଣିବ, ସେସ୍ଥାନରୁ ଆମ୍ଭମାନଙ୍କ ନିକଟକୁ ଆସିବ; ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ।”


ସେହି ସମୟରେ ଆମ୍ଭେ ଲୋକମାନଙ୍କୁ ଆହୁରି କହିଲୁ, “ପ୍ରତ୍ୟେକ ଲୋକ ରାତ୍ରିକାଳରେ ଆପଣା ଆପଣା ଦାସ ସହିତ ଯିରୂଶାଲମ ଭିତରେ ରହନ୍ତୁ, ତହିଁରେ ସେମାନେ ରାତ୍ରିରେ ଆମ୍ଭମାନଙ୍କର ପ୍ରହରୀ ହୋଇ ପାରିବେ ଓ ଦିବସରେ କର୍ମ କରି ପାରିବେ।”


Swiv nou:

Piblisite


Piblisite