ନିହିମୀୟା 5:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତୁମ୍ଭେମାନେ ସେମାନଙ୍କର ଶସ୍ୟକ୍ଷେତ୍ର, ସେମାନଙ୍କର ଦ୍ରାକ୍ଷାକ୍ଷେତ୍ର, ସେମାନଙ୍କର ଜୀତକ୍ଷେତ୍ର ଓ ସେମାନଙ୍କର ଗୃହ, ମଧ୍ୟ ସେମାନଙ୍କଠାରୁ ମୁଦ୍ରା ଓ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଶତକଡ଼ା ଯେଉଁ ସୁଧ ତୁମ୍ଭେମାନେ ନେଇଅଛ, ତାହା ଆଜି ସେମାନଙ୍କୁ ଫେରାଇ ଦିଅ।” Gade chapit laପବିତ୍ର ବାଇବଲ (Re-edited) - (BSI)11 ମୁଁ ବିନୟ କରୁଅଛି, ତୁମ୍ଭେମାନେ ସେମାନଙ୍କର ଶସ୍ୟକ୍ଷେତ୍ର, ସେମାନଙ୍କର ଦ୍ରାକ୍ଷାକ୍ଷେତ୍ର, ସେମାନଙ୍କର ଜୀତ କ୍ଷେତ୍ର ଓ ସେମାନଙ୍କର ଗୃହ, ମଧ୍ୟ ସେମାନଙ୍କଠାରୁ ମୁଦ୍ରା ଓ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଶତକଡ଼ା ଯେଉଁ ବୃଦ୍ଧି ତୁମ୍ଭେମାନେ ନେଇଅଛ, ତାହା ଆଜି ସେମାନଙ୍କୁ ଫେରାଇ ଦିଅ। Gade chapit laଓଡିଆ ବାଇବେଲ11 ତୁମ୍ଭେମାନେ ସେମାନଙ୍କର ଶସ୍ୟକ୍ଷେତ୍ର, ସେମାନଙ୍କର ଦ୍ରାକ୍ଷାକ୍ଷେତ୍ର, ସେମାନଙ୍କର ଜୀତ କ୍ଷେତ୍ର ଓ ସେମାନଙ୍କର ଗୃହ, ମଧ୍ୟ ସେମାନଙ୍କଠାରୁ ମୁଦ୍ରା ଓ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଶତକଡ଼ା ଯେଉଁ ସୁଧ ତୁମ୍ଭେମାନେ ନେଇଅଛ, ତାହା ଆଜି ସେମାନଙ୍କୁ ଫେରାଇ ଦିଅ। Gade chapit laପବିତ୍ର ବାଇବଲ11 ତୁମ୍ଭେମାନେ ଆଜି ନିଶ୍ଚିତ ସେମାନଙ୍କର ଜମି, ଦ୍ରାକ୍ଷାକ୍ଷେତ୍ର, ଜୀତକ୍ଷେତ୍ର ଏବଂ ଗୃହ ଫେରାଇ ଦେବ। ଏହାକୁ ବର୍ତ୍ତମାନ ଫେରାଇ ଦିଅ ଏବଂ ତୁମ୍ଭେମାନେ ସେମାନଙ୍କର ମୁଦ୍ରା, ଶସ୍ୟ, ଦ୍ରାକ୍ଷାରସ ଏବଂ ଜୀତତୈଳ ଯାହା ତୁମ୍ଭେମାନେ ସେମାନଙ୍କଠାରୁ ସୁଧ ହିସାବରେ ନେଇଥିଲ।” Gade chapit la |
ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି? ଅବା ମୁଁ କାହାର ଗଧ ନେଇଅଛି? ଅବା ମୁଁ କାହାର ଅନ୍ୟାୟ କରିଅଛି? ମୁଁ କାହା ପ୍ରତି ଉପଦ୍ରବ କରିଅଛି? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।”