ନିହିମୀୟା 5:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମାତ୍ର ମୋହର ପୂର୍ବବର୍ତ୍ତୀ ଦେଶାଧ୍ୟକ୍ଷମାନଙ୍କ ବ୍ୟୟଭାର ଲୋକମାନଙ୍କୁ ବହିବାକୁ ପଡ଼ିଲା, ଆଉ ସେମାନେ ଚାଳିଶ ଶେକଲ ରୂପା ଛଡ଼ା ଲୋକମାନଙ୍କଠାରୁ ଖାଦ୍ୟ ଓ ଦ୍ରାକ୍ଷାରସ ନେଲେ; କେବଳ ତାହା ନୁହେଁ, ସେମାନଙ୍କ ଦାସମାନେ ଲୋକମାନଙ୍କ ଉପରେ ଅତ୍ୟାଚାର କଲେ; ମାତ୍ର ପରମେଶ୍ୱରଙ୍କ ପ୍ରତି ଭୟ ସକାଶୁ ମୁଁ ସେପରି କଲି ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)15 ମାତ୍ର ମୋହର ପୂର୍ବବର୍ତ୍ତୀ ଦେଶାଧ୍ୟକ୍ଷମାନଙ୍କ ବ୍ୟୟଭାର ଲୋକମାନଙ୍କୁ ବହିବାକୁ ପଡ଼ିଲା, ଆଉ ସେମାନେ ଚାଳିଶ ଶେକଲ ରୂପା ଛଡ଼ା ଲୋକମାନଙ୍କଠାରୁ ଖାଦ୍ୟ ଓ ଦ୍ରାକ୍ଷାରସ ନେଲେ; କେବଳ ତାହା ନୁହେଁ, ସେମାନଙ୍କ ଦାସମାନେ ଲୋକମାନଙ୍କ ଉପରେ କର୍ତ୍ତୃତ୍ଵ କଲେ; ମାତ୍ର ପରମେଶ୍ଵରଙ୍କ ପ୍ରତି ଭୟ ସକାଶୁ ମୁଁ ସେପରି କଲି ନାହିଁ। Gade chapit laଓଡିଆ ବାଇବେଲ15 ମାତ୍ର ମୋହର ପୂର୍ବବର୍ତ୍ତୀ ଦେଶାଧ୍ୟକ୍ଷମାନଙ୍କ ବ୍ୟୟଭାର ଲୋକମାନଙ୍କୁ ବହିବାକୁ ପଡ଼ିଲା, ଆଉ ସେମାନେ ଚାଳିଶ ଶେକଲ ରୂପା ଛଡ଼ା ଲୋକମାନଙ୍କଠାରୁ ଖାଦ୍ୟ ଓ ଦ୍ରାକ୍ଷାରସ ନେଲେ; କେବଳ ତାହା ନୁହେଁ, ସେମାନଙ୍କ ଦାସମାନେ ଲୋକମାନଙ୍କ ଉପରେ ଅତ୍ୟାଚାର କଲେ; ମାତ୍ର ପରମେଶ୍ୱରଙ୍କ ପ୍ରତି ଭୟ ସକାଶୁ ମୁଁ ସେପରି କଲି ନାହିଁ। Gade chapit laପବିତ୍ର ବାଇବଲ15 ମାତ୍ର ମୋର ପୂର୍ବାବର୍ତ୍ତୀ ଦେଶାଧ୍ୟକ୍ଷମାନଙ୍କ ବ୍ୟୟଭାର ଲୋକମାନଙ୍କୁ ବହିବାକୁ ପଡ଼ିଲା। ଆଉ ସେମାନେ ଗ୍ଭଳିଶ୍ ଶେକଲ ରୌପ୍ୟ ମୁଦ୍ରା ଲୋକମାନଙ୍କଠାରୁ ଖାଦ୍ୟ ଓ ଦ୍ରାକ୍ଷାରସ ନେଲେ, କେବଳ ତାହା ନୁହେଁ, ସେମାନଙ୍କ ଦାସମାନେ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କଲେ। ମାତ୍ର ପରମେଶ୍ୱରଙ୍କ ପ୍ରତି ଭୟ ସକାଶୁ ମୁଁ ସେପରି କଲି ନାହିଁ। Gade chapit la |