Biblia Todo Logo
Bib sou entènèt

- Piblisite -




ନିହିମୀୟା 5:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆହୁରି, ମୁଁ ଏହି ପ୍ରାଚୀର-କର୍ମରେ ଲାଗି ରହିଲି ଓ ଆମ୍ଭେମାନେ କୌଣସି ଭୂମି କିଣିଲୁ ନାହିଁ; ପୁଣି, ମୋହର ଦାସ ସମସ୍ତେ ସେଠାରେ କାର୍ଯ୍ୟରେ ଏକତ୍ରିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆହୁରି, ମୁଁ ଏହି ପ୍ରାଚୀର-କର୍ମରେ ଲାଗି ରହିଲି ଓ ଆମ୍ଭେମାନେ କୌଣସି ଭୂମି କିଣିଲୁ ନାହିଁ; ପୁଣି, ମୋହର ଦାସ ସମସ୍ତେ ସେଠାରେ କାର୍ଯ୍ୟରେ ଏକତ୍ରିତ ହେଲେ।

Gade chapit la Kopi

ଓଡିଆ ବାଇବେଲ

16 ଆହୁରି, ମୁଁ ଏହି ପ୍ରାଚୀର-କର୍ମରେ ଲାଗି ରହିଲି ଓ ଆମ୍ଭେମାନେ କୌଣସି ଭୂମି କିଣିଲୁ ନାହିଁ; ପୁଣି, ମୋହର ଦାସ ସମସ୍ତେ ସେଠାରେ କାର୍ଯ୍ୟରେ ଏକତ୍ରିତ ହେଲେ।

Gade chapit la Kopi

ପବିତ୍ର ବାଇବଲ

16 ମୁଁ ଯିରୁଶାଲମର ପ୍ରାଚୀର କାର୍ଯ୍ୟରେ ନିଜକୁ ନିୟୋଜିତ କଲି। ମୁଁ କୌଣସି ଭୂମି କିଣିଲି ନାହିଁ ଏବଂ ମୋର ଦାସ ସମସ୍ତେ ସେଠାରେ କାର୍ଯ୍ୟରେ ବ୍ୟସ୍ତ ରହିଲେ।

Gade chapit la Kopi




ନିହିମୀୟା 5:16
11 Referans Kwoze  

ଆମ୍ଭେମାନେ ଉତ୍ତମ କର୍ମ କରିବାରେ କ୍ଳାନ୍ତ ନ ହେଉ; କାରଣ କ୍ଳାନ୍ତ ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା।


ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯତ୍ନବାନ ହୁଅ।


ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ,


ଆଉ, ଉତ୍ତମ ଭୂମିରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଆଉ, ଯେଉଁମାନେ ଉତ୍ତମ ଓ ସରଳ ହୃଦୟରେ ବାକ୍ୟ ଶୁଣି ତାହା ଧରି ରଖନ୍ତି ଏବଂ ଧୈର୍ଯ୍ୟ ସହକାରେ ଫଳ ଫଳନ୍ତି।”


ତହିଁରେ ମୋଶା ଅତିଶୟ କ୍ରୋଧାନ୍ୱିତ ହୋଇ ଉଠିଲେ, ପୁଣି, ସେ ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ ସେମାନଙ୍କର ନୈବେଦ୍ୟ ଗ୍ରହଣ କର ନାହିଁ; ଆମ୍ଭେ ସେମାନଙ୍କଠାରୁ ଗୋଟିଏ ଗଧ ନେଇ ନାହୁଁ, ଅବା ସେମାନଙ୍କ ମଧ୍ୟରୁ କାହାକୁ ହିଁ ହିଂସା କରି ନାହୁଁ।”


ମାତ୍ର ମୋହର ପୂର୍ବବର୍ତ୍ତୀ ଦେଶାଧ୍ୟକ୍ଷମାନଙ୍କ ବ୍ୟୟଭାର ଲୋକମାନଙ୍କୁ ବହିବାକୁ ପଡ଼ିଲା, ଆଉ ସେମାନେ ଚାଳିଶ ଶେକଲ ରୂପା ଛଡ଼ା ଲୋକମାନଙ୍କଠାରୁ ଖାଦ୍ୟ ଓ ଦ୍ରାକ୍ଷାରସ ନେଲେ; କେବଳ ତାହା ନୁହେଁ, ସେମାନଙ୍କ ଦାସମାନେ ଲୋକମାନଙ୍କ ଉପରେ ଅତ୍ୟାଚାର କଲେ; ମାତ୍ର ପରମେଶ୍ୱରଙ୍କ ପ୍ରତି ଭୟ ସକାଶୁ ମୁଁ ସେପରି କଲି ନାହିଁ।


ତଥାପି ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କ ନିକଟକୁ ଆଗତ ଲୋକମାନଙ୍କ ଛଡ଼ା ଯିହୁଦୀ ଓ ଅଧ୍ୟକ୍ଷ ଏକ ଶହ ପଚାଶ ଲୋକ ମୋʼ ଭୋଜନାସନରେ ବସିଲେ।


Swiv nou:

Piblisite


Piblisite