ନିହିମୀୟା 5:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତଥାପି ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କ ନିକଟକୁ ଆଗତ ଲୋକମାନଙ୍କ ଛଡ଼ା ଯିହୁଦୀ ଓ ଅଧ୍ୟକ୍ଷ ଏକ ଶହ ପଚାଶ ଲୋକ ମୋʼ ଭୋଜନାସନରେ ବସିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)17 ତଥାପି ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ-ମାନଙ୍କ ମଧ୍ୟରୁ ଆମ୍ଭମାନଙ୍କ ନିକଟକୁ ଆଗତ ଲୋକମାନଙ୍କ ଛଡ଼ା ଯିହୁଦୀ ଓ ଅଧ୍ୟକ୍ଷ ଏକଣଶହ ପଚାଶ ଲୋକ ମୋʼ ଭୋଜନାସନରେ ବସିଲେ। Gade chapit laଓଡିଆ ବାଇବେଲ17 ତଥାପି ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କ ନିକଟକୁ ଆଗତ ଲୋକମାନଙ୍କ ଛଡ଼ା ଯିହୁଦୀ ଓ ଅଧ୍ୟକ୍ଷ ଏକ ଶହ ପଚାଶ ଲୋକ ମୋ’ ଭୋଜନାସନରେ ବସିଲେ। Gade chapit laପବିତ୍ର ବାଇବଲ17 ତଥାପି ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କ ନିକଟକୁ ଆସନ୍ତା ଲୋକମାନଙ୍କ ଛଡ଼ା ଯିହୁଦୀ ଓ ଅଧ୍ୟକ୍ଷ 150 ଲୋକ ମୋ’ ଭୋଜନ ଆସନରେ ବସିଲେ। Gade chapit la |