ନିହିମୀୟା 5:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେସମୟରେ ପ୍ରତିଦିନ ଏକ ବଳଦ ଓ ଛଅଗୋଟି ବଛା ମେଷ ପ୍ରସ୍ତୁତ କରାଗଲା; ମଧ୍ୟ ମୋʼ ପାଇଁ କେତେକ ପକ୍ଷୀ ପ୍ରସ୍ତୁତ କରାଗଲା ଓ ଦଶ ଦିନରେ ଥରେ ସର୍ବପ୍ରକାର ଦ୍ରାକ୍ଷାରସ ଆୟୋଜନ କରାଗଲା; ତଥାପି ମୁଁ ଏସବୁ ଲାଗି ଦେଶାଧ୍ୟକ୍ଷର ଖାଦ୍ୟ ଚାହିଁଲି ନାହିଁ, କାରଣ ଏହି ଲୋକଙ୍କ ଉପରେ ଦାସତ୍ୱର ଭାର ଭୟଙ୍କର ହୋଇଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)18 ସେସମୟରେ ପ୍ରତି ଦିନ ଏକ ବଳଦ ଓ ଛଅଟି ବଛା ମେଷ ପାକ କରାଗଲା; ମଧ୍ୟ ମୋʼ ପାଇଁ କେତେକ ପକ୍ଷୀ ପାକ କରାଗଲା ଓ ଦଶ ଦିନରେ ଥରେ ସର୍ବପ୍ରକାର ଦ୍ରାକ୍ଷାରସ ଆୟୋଜନ କରାଗଲା; ତଥାପି ମୁଁ ଏସବୁ ଲାଗି ଦେଶାଧ୍ୟକ୍ଷର ବୃତ୍ତି ଚାହିଁଲି ନାହିଁ, କାରଣ ଏହି ଲୋକଙ୍କ ଉପରେ ଦାସତ୍ଵର ଭାର ଗୁରୁତର ହୋଇଥିଲା। Gade chapit laଓଡିଆ ବାଇବେଲ18 ସେସମୟରେ ପ୍ରତି ଦିନ ଏକ ବଳଦ ଓ ଛଅଟି ବଛା ମେଷ ପ୍ରସ୍ତୁତ କରାଗଲା; ମଧ୍ୟ ମୋ’ ପାଇଁ କେତେକ ପକ୍ଷୀ ପ୍ରସ୍ତୁତ କରାଗଲା ଓ ଦଶ ଦିନରେ ଥରେ ସର୍ବପ୍ରକାର ଦ୍ରାକ୍ଷାରସ ଆୟୋଜନ କରାଗଲା; ତଥାପି ମୁଁ ଏସବୁ ଲାଗି ଦେଶାଧ୍ୟକ୍ଷର ଖାଦ୍ୟ ଚାହିଁଲି ନାହିଁ, କାରଣ ଏହି ଲୋକଙ୍କ ଉପରେ ଦାସତ୍ୱର ଭାର ଭୟଙ୍କର ହୋଇଥିଲା। Gade chapit laପବିତ୍ର ବାଇବଲ18 ସେ ସମୟରେ ପ୍ରତିଦିନ ଏକ ବଳଦ ଓ ଛଅଟି ବଛା ମେଷ ରୋଷେଇ କରାଗଲା। ମୋ’ ପାଇଁ କେତେକ ପକ୍ଷୀପାକ କରାଗଲା ଓ ଦଶ ଦିନରେ ଥରେ ସବୁ ପ୍ରକାର ଦ୍ରାକ୍ଷାରସ ଆୟୋଜନ କରାଗଲା। ତଥାପି ମୁଁ ଏହିସବୁ ଲାଗି ଦେଶାଧ୍ୟକ୍ଷର ବୃତ୍ତି ମାଗିଲି ନାହିଁ। ଲୋକମାନଙ୍କ ଉପରେ ଭାର ଗୁରୁତର ହୋଇଥିଲା। Gade chapit la |