ନିହିମୀୟା 5:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମଧ୍ୟ ଆଉ କେହି କେହି କହିଲେ, “ଆମ୍ଭେମାନେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଓ ଗୃହ ବନ୍ଧକ ରଖିଅଛୁ, ଯେପରି ଦୁର୍ଭିକ୍ଷ ସମୟରେ ଆମ୍ଭମାନଙ୍କୁ ଶସ୍ୟ ମିଳୁ।” Gade chapit laପବିତ୍ର ବାଇବଲ (Re-edited) - (BSI)3 ମଧ୍ୟ ଆଉ କେହି କେହି କହିଲେ, ଆମ୍ଭେମାନେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଓ ଗୃହ ବନ୍ଧକ ରଖିଅଛୁ, ଆମ୍ଭମାନଙ୍କୁ ଶସ୍ୟ ମିଳୁ, କାରଣ ଏ ଦୁର୍ଭିକ୍ଷ ସମୟ। Gade chapit laଓଡିଆ ବାଇବେଲ3 ମଧ୍ୟ ଆଉ କେହି କେହି କହିଲେ, “ଆମ୍ଭେମାନେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଓ ଗୃହ ବନ୍ଧକ ରଖିଅଛୁ, ଯେପରି ଦୁର୍ଭିକ୍ଷ ସମୟରେ ଆମ୍ଭମାନଙ୍କୁ ଶସ୍ୟ ମିଳୁ।” Gade chapit laପବିତ୍ର ବାଇବଲ3 ଅନ୍ୟ ଲୋକେ କହିଲେ, “ଏହା ଦୁର୍ଭିକ୍ଷ ସମୟ, ଆମ୍ଭଙ୍କୁ ଖାଦ୍ୟ ଦିଅ ଏବଂ ଆମ୍ଭମାନଙ୍କର ଜମି, ଦ୍ରାକ୍ଷାକ୍ଷେତ୍ର, ଗୃହ ଇତ୍ୟାଦି ବନ୍ଧକଭାବେ ଏକାଥରେ ନେଇଯାଅ।” Gade chapit la |