ନିହିମୀୟା 5:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମାତ୍ର ଆମ୍ଭମାନଙ୍କ ଶରୀର ଆମ୍ଭମାନଙ୍କ ଭ୍ରାତୃଗଣର ଶରୀର ସମାନ, ଆମ୍ଭମାନଙ୍କ ସନ୍ତାନଗଣ ସେମାନଙ୍କ ସନ୍ତାନଗଣର ସମାନ; ତଥାପି ଦେଖ, ଆମ୍ଭେମାନେ ଆପଣା ଆପଣା ପୁତ୍ର ଓ କନ୍ୟାଗଣଙ୍କୁ ଦାସ ହେବା ପାଇଁ ବିକ୍ରି କରିଅଛୁ, ପୁଣି ଆମ୍ଭମାନଙ୍କ କନ୍ୟାଗଣ ମଧ୍ୟରୁ କେହି କେହି ଦାସୀ ହୋଇ ସାରିଲେଣି; ଆମ୍ଭମାନଙ୍କର ଆଉ କିଛି ଆୟତ୍ତ ନାହିଁ; କାରଣ ଅନ୍ୟ ଲୋକମାନେ ଆମ୍ଭମାନଙ୍କର ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଅଧିକାର କରିଅଛନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)5 ମାତ୍ର ଆମ୍ଭମାନଙ୍କ ଶରୀର ଆମ୍ଭମାନଙ୍କ ଭ୍ରାତୃଗଣର ଶରୀର ସମାନ, ଆମ୍ଭମାନଙ୍କ ସନ୍ତାନଗଣ ସେମାନଙ୍କ ସନ୍ତାନଗଣର ସମାନ; ତଥାପି ଦେଖ, ଆମ୍ଭେମାନେ ଆପଣା ଆପଣା ପୁତ୍ର ଓ କନ୍ୟାଗଣକୁ ଦାସ ହେବା ପାଇଁ ଦାସତ୍ଵାବସ୍ଥାକୁ ଆଣୁଅଛୁ, ପୁଣି ଆମ୍ଭମାନଙ୍କ କନ୍ୟାଗଣ ମଧ୍ୟରୁ କେହି କେହି ଦାସୀତ୍ଵାବସ୍ଥାକୁ ଅଣାଯାଇ ସାରିଲେଣି; ଆଉ, ଆମ୍ଭମାନଙ୍କର କିଛି ଆୟତ୍ତ ନାହିଁ; କାରଣ ଅନ୍ୟ ଲୋକମାନେ ଆମ୍ଭମାନଙ୍କର ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଧରିଅଛନ୍ତି। Gade chapit laଓଡିଆ ବାଇବେଲ5 ମାତ୍ର ଆମ୍ଭମାନଙ୍କ ଶରୀର ଆମ୍ଭମାନଙ୍କ ଭ୍ରାତୃଗଣର ଶରୀର ସମାନ, ଆମ୍ଭମାନଙ୍କ ସନ୍ତାନଗଣ ସେମାନଙ୍କ ସନ୍ତାନଗଣର ସମାନ; ତଥାପି ଦେଖ, ଆମ୍ଭେମାନେ ଆପଣା ଆପଣା ପୁତ୍ର ଓ କନ୍ୟାଗଣଙ୍କୁ ଦାସ ହେବା ପାଇଁ ବିକ୍ରି କରିଅଛୁ, ପୁଣି ଆମ୍ଭମାନଙ୍କ କନ୍ୟାଗଣ ମଧ୍ୟରୁ କେହି କେହି ଦାସୀ ହୋଇ ସାରିଲେଣି; ଆମ୍ଭମାନଙ୍କର ଆଉ କିଛି ଆୟତ୍ତ ନାହିଁ; କାରଣ ଅନ୍ୟ ଲୋକମାନେ ଆମ୍ଭମାନଙ୍କର ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଅଧିକାର କରିଅଛନ୍ତି। Gade chapit laପବିତ୍ର ବାଇବଲ5 ଧନୀଲୋକମାନଙ୍କୁ ଦେଖ! ଆମ୍ଭେମାନେ ଠିକ୍ ତାଙ୍କରି ପରି ଅଟୁ। ଆମ୍ଭମାନଙ୍କର ପୁତ୍ରମାନେ ଠିକ୍ ତାଙ୍କରି ପୁତ୍ରମାନଙ୍କପରି ଅଟନ୍ତି। କିନ୍ତୁ ଆମ୍ଭେମାନେ ଆପଣା ପୁତ୍ର ଓ କନ୍ୟାଗଣଙ୍କୁ ଦାସ ହେବା ପାଇଁ ବିକ୍ରି କରିବୁ। ଆମ୍ଭମାନଙ୍କ ମଧ୍ୟରୁ ଅନେକ ତାଙ୍କର କନ୍ୟାଗଣଙ୍କୁ ଦାସୀ ଭାବରେ ବିକ୍ରୟ କରି ସାରିଲେଣି। ଏପରି ଆଉ କିଛି ନାହିଁ ଯାହା ଆମ୍ଭେ ନ କରି ପାରିବା। ଆମ୍ଭେମାନେ ଆମ୍ଭ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ହରାଇ ସାରିଲୁଣି, ଯାହାକି ବର୍ତ୍ତମାନ ଅନ୍ୟ ଲୋକମାନଙ୍କ ଅଧିକାରରେ ଅଛି।” Gade chapit la |