ନିହିମୀୟା 5:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆହୁରି, ମୁଁ କହିଲି, “ତୁମ୍ଭେମାନେ ଯେଉଁ କାର୍ଯ୍ୟ କରୁଅଛ, ତାହା ଭଲ ନୁହେଁ, ଆମ୍ଭମାନଙ୍କ ଶତ୍ରୁ ଅନ୍ୟଦେଶୀୟମାନଙ୍କର ତିରସ୍କାରକୁ ରୋକିବା ପାଇଁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତି ଭୟରେ ଆଚରଣ କରିବା କʼଣ ତୁମ୍ଭମାନଙ୍କର ଉଚିତ ନୁହେଁ? Gade chapit laପବିତ୍ର ବାଇବଲ (Re-edited) - (BSI)9 ଆହୁରି, ମୁଁ କହିଲି, ତୁମ୍ଭେମାନେ ଯେଉଁ କାର୍ଯ୍ୟ କରୁଅଛ, ତାହା ଭଲ ନୁହେଁ, ଆମ୍ଭମାନଙ୍କ ଶତ୍ରୁ ଅନ୍ୟ ଦେଶୀୟମାନଙ୍କର ଧିକ୍କାର ସକାଶୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରତି ଭୟରେ ଆଚରଣ କରିବା କʼଣ ତୁମ୍ଭମାନଙ୍କର ଉଚିତ ନୁହେଁ? Gade chapit laଓଡିଆ ବାଇବେଲ9 ଆହୁରି, ମୁଁ କହିଲି, “ତୁମ୍ଭେମାନେ ଯେଉଁ କାର୍ଯ୍ୟ କରୁଅଛ, ତାହା ଭଲ ନୁହେଁ, ଆମ୍ଭମାନଙ୍କ ଶତ୍ରୁ ଅନ୍ୟ ଦେଶୀୟମାନଙ୍କର ତିରସ୍କାରକୁ ରୋକିବା ପାଇଁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତି ଭୟରେ ଆଚରଣ କରିବା କ’ଣ ତୁମ୍ଭମାନଙ୍କର ଉଚିତ୍ ନୁହେଁ ?” Gade chapit laପବିତ୍ର ବାଇବଲ9 ମୁଁ ତାଙ୍କୁ ଆହୁରି ମଧ୍ୟ କହିଲି, “ତୁମ୍ଭେମାନେ କିଛି ଭଲ କରୁ ନାହଁ। ତୁମ୍ଭେ ଏହା ଜାଣ ତୁମ୍ଭର ପରମେଶ୍ୱରଙ୍କୁ ଭୟ ଓ ସମ୍ମାନ କରିବା ଉଚିତ୍। ତୁମ୍ଭେମାନେ ଆମ୍ଭମାନଙ୍କର ଶତ୍ରୁଗଣଙ୍କୁ ଆମ୍ଭମାନଙ୍କୁ ପରିହାସ କରିବାର ସୁଯୋଗ ଦେବା ଉଚିତ୍ ନୁହେଁ। Gade chapit la |