ନିହିମୀୟା 6:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ମୁଁ ପ୍ରାଚୀର ଗଢ଼ିଅଛି ଓ ତହିଁ ମଧ୍ୟରେ ଆଉ ଭଗ୍ନ ସ୍ଥାନ ନାହିଁ, ଏହି ସମ୍ବାଦ ସନ୍ବଲ୍ଲଟ୍ ଓ ଟୋବୀୟ ଓ ଆରବୀୟ ଗେଶମ୍ ଓ ଆମ୍ଭମାନଙ୍କ ଅନ୍ୟାନ୍ୟ ଶତ୍ରୁମାନେ ଜାଣିଲେ; ଏହି ସମୟରେ ମୁଁ ନଗର-ଦ୍ୱାରସବୁରେ କବାଟ ଝୁଲାଇ ନ ଥିଲି। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ମୁଁ ପ୍ରାଚୀର ଗଢ଼ିଅଛି ଓ ତହିଁ ମଧ୍ୟରେ ଆଉ ଭଗ୍ନସ୍ଥାନ ନାହିଁ, ଏହି ସମ୍ଵାଦ ସନ୍ବଲ୍ଲଟ୍ ଓ ଟୋବୀୟ ଓ ଆରବୀୟ ଗେଶମ୍ ଓ ଆମ୍ଭମାନଙ୍କ ଅନ୍ୟାନ୍ୟ ଶତ୍ରୁଙ୍କୁ ଦିଆଗଲା; ତଥାପି ଏସମୟରେ ମୁଁ ନଗରଦ୍ଵାରସବୁରେ କବାଟ ଝୁଲାଇ ନ ଥିଲି। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ମୁଁ ପ୍ରାଚୀର ଗଢ଼ିଅଛି ଓ ତହିଁ ମଧ୍ୟରେ ଆଉ ଭଗ୍ନସ୍ଥାନ ନାହିଁ, ଏହି ସମ୍ବାଦ ସନ୍ବଲ୍ଲଟ୍ ଓ ଟୋବୀୟ ଓ ଆରବୀୟ ଗେଶମ୍ ଓ ଆମ୍ଭମାନଙ୍କ ଅନ୍ୟାନ୍ୟ ଶତ୍ରୁମାନେ ଜାଣିଲେ; ଏହି ସମୟରେ ମୁଁ ନଗରଦ୍ୱାରସବୁରେ କବାଟ ଝୁଲାଇ ନ ଥିଲି। Gade chapit laପବିତ୍ର ବାଇବଲ1 ଏହା ପରେ ସନ୍ବଲ୍ଲଟ୍, ଟୋବିୟ, ଆରବୀୟ ଗେଶମ ଓ ଆମ୍ଭମାନଙ୍କ ଶତ୍ରୁମାନେ ଶୁଣିଲେ ଯେ, ମୁଁ ପ୍ରାଚୀର ନିର୍ମାଣ କରି ସାରିଛି। ପ୍ରାଚୀରରେ ଆଉ ଗର୍ତ୍ତ ନ ଥିଲା, ମାତ୍ର କବାଟସବୁ ଫାଟକରେ ଲାଗି ନାହିଁ। Gade chapit la |