ନିହିମୀୟା 6:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ମୁଁ ଯେପରି ଭୀତ ହେବି ଓ ସେହି କର୍ମ କରି ପାପ କରିବି, ପୁଣି ସେମାନେ ଯେପରି ମୋତେ ତିରସ୍କାର କରିବା ପାଇଁ ମୋହର ଦୁର୍ନାମର କାରଣ ପାଇବେ, ଏହି ଅଭିପ୍ରାୟରେ ତାହାକୁ ବେତନ ଦିଆଯାଇଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)13 ମୁଁ ଯେପରି ଭୀତ ହେବି ଓ ସେହି କର୍ମ କରି ପାପ କରିବି, ପୁଣି ସେମାନେ ଯେପରି ମୋତେ ଧିକ୍କାର କରିବା ପାଇଁ ମୋହର ଦୁର୍ନାମର କାରଣ ପାଇବେ, ଏହି ଅଭିପ୍ରାୟରେ ତାହାକୁ ବେତନ ଦିଆ ଯାଇଥିଲା। Gade chapit laଓଡିଆ ବାଇବେଲ13 ମୁଁ ଯେପରି ଭୀତ ହେବି ଓ ସେହି କର୍ମ କରି ପାପ କରିବି, ପୁଣି ସେମାନେ ଯେପରି ମୋତେ ତିରସ୍କାର କରିବା ପାଇଁ ମୋହର ଦୁର୍ନାମର କାରଣ ପାଇବେ, ଏହି ଅଭିପ୍ରାୟରେ ତାହାକୁ ବେତନ ଦିଆ ଯାଇଥିଲା। Gade chapit laପବିତ୍ର ବାଇବଲ13 ଏହି ଉଦ୍ଦେଶ୍ୟ ପାଇଁ ତାକୁ ଭଡ଼ାରେ ଅଣା ଯାଇଥିଲା, ଯାହା ଫଳରେ ମୁଁ ଭୟରେ ଏହା କରି ପାପ କରିବି ଏବଂ ତା'ପରେ ସେମାନେ ମୋର ନାମକୁ ଦୁର୍ନାମ ଓ ପରିହାସ କରିବା ପାଇଁ କାରଣ ପାଇବେ। Gade chapit la |
ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍ବିଗ୍ନ ହୁଅ ନାହିଁ।